Posted inଜାତୀୟ

ମୋତେ ଘଟଣା ସ୍ଥଳକୁ ନେଇ ମାରି ଦିଆଯାଉ: ଅଭିଯୁକ୍ତଙ୍କ ସ୍ତ୍ରୀ

ହାଇଦ୍ରାବାଦ,୬।୧୨: ପୋଲିସ ଏନ୍‌କାଉଣ୍ଟରରେ ଶୁକ୍ରବାର ହାଇଦ୍ରାବାଦ ଗଣବଳାତ୍କାର ଘଟଣାର ଅଭିଯୁକ୍ତମାନଙ୍କ ମୃତ୍ୟୁ ହୋଇଛି। ଏବେ ଏହାକୁ ନେଇ ଜଣେ ଅଭିଯୁକ୍ତଙ୍କ ସ୍ତ୍ରୀ କହିଛନ୍ତି ଯେଉଁଠି ପୋଲିସ ମୋ ସ୍ବାମୀଙ୍କୁ ମାରିଛି ସେଇଠି ମୋତେ ବି ନେଇ ମାରି ଦିଆଯାଉ। ସୂଚନା ଅନୁଯାୟୀ, ଉକ୍ତ ଅଭିଯୁକ୍ତଙ୍କର କିଛିଦିନ ପୂର୍ବେ ବିବାହ ହୋଇଥିଲା। ଏବେ ତାଙ୍କ ସ୍ତ୍ରୀ କହିଛନ୍ତି ସ୍ବାମୀ ଯିବା ପରେ ମୋର ଆଉ କିଛି ନାହିଁ ତେଣୁ ମୋତେ ବି ମାରି ଦିଆଯାଉ। ଅନ୍ୟପଟେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କ ମା’ କହିଛନ୍ତି ମୋ ପୁଅ ଚାଲିଯାଇଛି। କିନ୍ତୁ ପୂର୍ବରୁ ତାଙ୍କ ବାପା କହିଥିଲେ ମୋ ପୁଅ ଯଦି ଏମିତି ଅପରାଧ କରିଛି ତେବେ ତାକୁ କଠୋର ଦଣ୍ଡ ଦିଆଯାଉ। ଏବେ ଏହି ଘଟଣାକୁ ନେଇ ସାରା ରାଜ୍ୟରେ ପୋଲିସର ପ୍ରଶଂସା କରାଯାଉଥିବା ବେଳେ କେତେକ ସ୍ଥଳରେ ଏହା ଭୁଲ୍‌ ହୋଇଛି ବୋଲି ମଧ୍ୟ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଉ ଯାଉ ପୁଣି ଫେରିବ ମୌସୁମୀ, ଜାରି ହେଲା ‘ମେଗା ଆଲର୍ଟ’, ୨୨ ରାଜ୍ୟରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୫।୯: ଉତ୍ତର ଭାରତରୁ ଆରମ୍ଭ କରି ଦେଶର ପୂର୍ବ ଓ ପଶ୍ଚିମ ଅଞ୍ଚଳ ପର୍ଯ୍ୟନ୍ତ ମୌସୁମୀ ସକ୍ରିୟତା ପୁନର୍ବାର ବୃଦ୍ଧି ପାଇଛି। ଭାରତୀୟ ପାଣିପାଗ ବିଭାଗ (IMD)…

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

ପାକିସ୍ତାନକୁ ବହୁ ପଛରେ ପକାଇଲା ଭାରତ, ରଖିଛି ଏତିକିଟିି ଏସିଆ କପ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୧୫।୯: ଏସିଆ କପରେ ଭାରତର ଆଧିପତ୍ୟ କେବଳ ପୁରୁଷ ଦଳ ମଧ୍ୟରେ ସୀମିତ ନୁହେଁ। ମହିଳା ଦଳ ମଧ୍ୟ କ୍ରମାଗତ ଭାବେ ଉତ୍କୃଷ୍ଟ ପ୍ରଦର୍ଶନ କରି ୨୦୨୬…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

ବରୁଣ-ସଞ୍ଜୁ OUT, ବୈଭବ IN? ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଟି-୨୦ ପାଇଁ ଭାରତର ପ୍ଲେଇଂ ଇଲେଭେନ…

ନୂଆଦିଲ୍ଲୀ,୧୫।୯: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ସେପ୍ଟେମ୍ବର ୧୫ (ମଙ୍ଗଳବାର) ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ…

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…

ଖୁସି ଖବର: UPI ପେମେଣ୍ଟ ଉପରେ ଲାଗିବ ନାହିଁ କୌଣସି ଶୁଳ୍କ ! RuPay ଡେବିଟ କାର୍ଡ କାରବାର ମଧ୍ୟ ରହିବ ମାଗଣା

ନୂଆଦିଲ୍ଲୀ,୧୫।୯: ଯଦି ଆପଣ UPI କିମ୍ବା RuPay ଡେବିଟ କାର୍ଡ ବ୍ୟବହାର କରି ଦେୟ ପ୍ରଦାନ କରନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ରହିଛି।…

ଦ୍ରୁତଗତିରେ ତରଳୁଛି ହିମାଳୟର ବରଫ: ବିପଦରେ ଭାରତର….

ହଂକଂ,୧୫।୯: ବିଶ୍ୱର ସର୍ବୋଚ୍ଚ ପର୍ବତମାଳା ହିମାଳୟ ଏବେ ଏକ ବଡ଼ ପରିବେଶ ସଙ୍କଟ ଆଡ଼କୁ ଗତିକରୁଛି । ଚଳିତ ମାସରେ ପ୍ରକାଶିତ ଏକ ଗବେଷଣା ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?