Posted inଜାତୀୟ

ମୋଦି ଏବଂ ଯୋଗୀଙ୍କ ନେତୃତ୍ୱରେ ହେବ ରାମ ମନ୍ଦିର ନିର୍ମାଣ: ସଞ୍ଜୟ ରାଓ୍ବତ

ମୁମ୍ବାଇ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱରେ ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣ ହେବ। ଏନେଇ ଶିବସେନା ଏମ୍‌ପି ସଞ୍ଜୟ ରାଓ୍ବତ ମତପୋଷଣ କରିଛନ୍ତି। ଶିବସେନା ପ୍ରମୁଖ ଉଦ୍ଧବ ଠାକରେଙ୍କ ସହିତ ଦଳର ନବନିର୍ବାଚିତ ୧୮ଜଣ ଏମ୍‌ପି ରବିବାର ଅଯୋଧ୍ୟା ଗସ୍ତରେ ଯିବେ। ଏହା ପୂର୍ବରୁ ସଞ୍ଜୟ ଏଠାରେ ପହଞ୍ଚିଛନ୍ତି। ମିଳିତ ଭାବେ ଶିବସେନା ଏମ୍‌ପି ରାମଲାଲାଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri