Posted inଜାତୀୟ

ମୋଦିଙ୍କୁ ଭେଟିଲେ ପାଓ୍ବାର: ମହାରାଷ୍ଟ୍ର ରାଜନୀତିରେ ଆଲୋଡ଼ନ

ନୂଆଦିଲ୍ଲୀ,୨୦।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅନିଶ୍ଚତତା ଜାରି ରହିଥିବାବେଳେ ବୁଧବାର ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ରାଜ୍ୟର ଚାଷୀ ସମସ୍ୟା ନେଇ ଆଲୋଚନା ହୋଇଥିବା କୁହାଯାଉଛି। ତେବେ ଏହାକୁ ନେଇ ମହାରାଷ୍ଟ୍ର ରାଜନୀତିରେ ଆଲୋଡ଼ନ ଆରମ୍ଭ ହୋଇଛି। ସେମାନଙ୍କ ମଧ୍ୟରେ ଦୀର୍ଘ ଅଧଘଣ୍ଟା ଧରି ଆଲୋଚନା ହୋଇଥିଲା। ଆଲୋଚନା ଚାଲିଥିବାବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ମଧ୍ୟ କିଛି ସମୟ ପାଇଁ ଡକାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠ, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri