Posted inଜାତୀୟ

ମୋଦି-ମୋରିସନ୍‌ ଭର୍ଚୁଆଲ୍‌ ଶିଖର ସମ୍ମିଳନୀ

ନୂଆଦିଲ୍ଲୀ, ୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରତିପକ୍ଷ ସ୍କଟ୍‌ ମୋରିସନ୍‌ଙ୍କ ମଧ୍ୟରେ ଭର୍ଚୁଆଲ୍‌ ଶିଖର ସମ୍ମିଳନୀ ଗୁରୁବାର ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୋଦି ଦୁଇଦେଶ ମଧ୍ୟରେ ବ୍ୟବସାୟ ବୃଦ୍ଧି ଲାଗି ଗୁରୁତ୍ୱାରୋପ କରିଛନ୍ତି। ଗତ କିଛି ବର୍ଷ ମଧ୍ୟରେ ଦୁଇଦେଶ ପାରସ୍ପରିକ ସହଯୋଗ କ୍ଷେତ୍ରରେ ବେଶ୍‌ ଆଗୁଆ ରହିଥିବା ମୋଦି କହିଛନ୍ତି। ସାମ୍ପ୍ରତିକ କରୋନା ମହାମାରୀ ସଙ୍କଟ ସମୟରେ ଭାରତ-ଅଷ୍ଟ୍ରେଲିଆ ମିଳିତ ଭାବେ କାର୍ଯ୍ୟ କରିବା ଆବଶ୍ୟକ ବୋଲି ମୋଦି କହିଛନ୍ତି। ଏହି ଅବସରେରେ ମୋଦି ମୋରିସନ୍‌ଙ୍କୁ ଭାରତ ଆସିବା ପାଇଁ ନିମନ୍ତ୍ରଣ କରିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ଜାନୁୟାରୀ ଏବଂ ମେରେ ମୋରିସନ୍‌ ଭାରତ ଗସ୍ତରେ ଆସିବାର ଥିଲା। ଜାନୁୟାରୀରେ ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ ଲାଗିବା ଯୋଗୁ ଗସ୍ତକୁ ବାତିଲ କରାଯାଇଥିଲା। ସେହିପରି କରୋନା ମହାମାରୀ ଯୋଗୁ ମେ ଗସ୍ତକୁ ରଦ୍ଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କୁ AK47ରେ ଫାୟାରିଂ: ପୋଲିସ ଅଧିକାରୀ ସସ୍ପେଣ୍ଡ

ପାଟନା,୨୭।୭: ବିହାରରେ ଛାତ୍ରଙ୍କ ଉପରକୁ ଗୁଳିଚାଳନା କରିଥିବା ଜଣେ ପୋଲିସ ଅଧିକାରୀଙ୍କୁ ସସ୍ପେଣ୍ଡ କରାଯାଇଛି। AK-47 ରାଇଫଲରୁ ଫାୟାରିଂ ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଡେଙ୍ଗୁ: ଅବହେଳା ହୋଇପାରେ ଘାତକ

ବର୍ଷାଦିନେ ଡେଙ୍ଗୁ ଦ୍ରୁତ ଗତିରେ ବ୍ୟାପିଥାଏ। ତେଣୁ ନିଜକୁ ସୁରକ୍ଷିତ ରଖିବା ପାଇଁ ଜନସାଧାରଣଙ୍କୁ ବିଭିନ୍ନ ଦିଗରେ ସାବଧାନତା ଅବଲମ୍ବନ କରିବା ଉଚିତ। ଏହି ରୋଗ ଏଡିସ୍‌…

ୱାଙ୍ଗଚୁକଙ୍କ ବଡ଼ ଘୋଷଣା: କହିଲେ- ଘରକୁ ଯିବା ପୂର୍ବରୁ…

ନୂଆଦିଲ୍ଲୀ, ୨୭॥୭: ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କ ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା। ସେ ଅନେକ ଦିନ ଧରି ଅନଶନରେ ବସିଥିଲେ। ପରେ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ CJPର କାହା ଉପରେ ନଜର? ନେଲା ନୂଆ ପଦକ୍ଷେପ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୨୭॥୭: ନିଟ୍‌ ପେପର ଲିକ୍‌ ମାମଲାରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ କକ୍ରୋଚ ଜନତା ପାର୍ଟି (CJP) ଉତ୍ତରପ୍ରଦେଶରେ ମୋର୍ଚ୍ଚା ଖୋଲିଛି। ୟୁପି ସରକାର ରାମପୁରର ଜୌହର…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri