Posted inଜାତୀୟ

ମୋଦି ସରକାରଙ୍କୁ ଚିଠି ଲେଖିଲା ଓ୍ବିକିମିଡିଆ: ନୁଆ ନିୟମ ଯୋଗୁ ବିନାଶ ହୋଇଯିବ ସିଷ୍ଟମ୍‌

ନୂଆଦିଲ୍ଲୀ,୩୦।୧୨: ଭାରତରେ କାମ କରୁଥିବା ଓ୍ବେବସାଇଟ୍‌କୁ ନେଇ କେନ୍ଦ୍ରର ମୋଦି ସରକାର କିଛି ନିୟମ ବଦଳାଇବାକୁ ପ୍ରସ୍ତୁତି ଚଳାଇଛନ୍ତି। ସରକାରଙ୍କ ଦ୍ୱାରା ଆଗତ ହୋଇଥିବା ଡାଟା ପ୍ରୋଟେକ୍ସନ୍‌ ବିଲ୍‌ର ଲକ୍ଷ୍ୟ ହେଉଛି ଡାଟା ଚୋରୀ ଉପରେ ଅଙ୍କୁଶ ଲଗାଇବା। ତେବେ ସୂଚନା ଦେଉଥିବା ଓ୍ବେବସାଇଟ୍‌ ‘ଓ୍ବିକିପିଡିଆ’ ଏହି ନୂଆ ନିୟମକୁ ନେଇ ଚିନ୍ତାବ୍ୟକ୍ତ କରିଛି। ଏଥିସହ ଓ୍ବିକିମିଡିଆ ଫାଉଣ୍ଡେସନ୍‌ ପକ୍ଷରୁ ଏନେଇ କେନ୍ଦ୍ରୀୟ ସୂଚନା ଓ ପ୍ରସାରଣ ମନ୍ତ୍ରୀ ରବିଶଙ୍କର ପ୍ରସାଦଙ୍କୁ ଏକ ଚିଠି ଲେଖାଯାଇଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ଆବଶ୍ୟକୀୟ ନିୟମକୁ ପରିବର୍ତ୍ତନ କରାଯାଉଛି, ଯାହାକି ଏକ ଚିନ୍ତାର ବିଷୟ। ଏହାଦ୍ୱାରା ୟୁଜର୍ସଙ୍କ ବେଷ୍ଟ ଓ୍ବେବସାଇଟ୍‌କୁ ନିୟନ୍ତ୍ରଣ କରାଯିବ ଏବଂ କଣ୍ଟେଣ୍ଟ ମଧ୍ୟ ପ୍ରଭାବିତ ହେବ। ଏହି ନୀତି ଓ୍ବିକିପିଡିଆର ସମସ୍ତ ସିଷ୍ଟମ୍‌ ଉପରେ ପ୍ରଭାବ ପକାଇବ ବୋଲି ଏହି ଚିଠିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…

ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ…

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

E20 ପେଟ୍ରୋଲକୁ ନେଇ ଦିଲ୍ଲୀରେ ତେଜିଲା ରାଜନୀତି! ପିଏମ ଆବାସ ଅଭିମୁଖେ ଯାଉଥିବାବେଳେ କେଜ୍‌ରିୱାଲଙ୍କୁ…

ନୂଆଦିଲ୍ଲୀ,୪।୮: ଆମ ଆଦମୀ ପାର୍ଟି (AAP)ର ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ମାର୍ଚ୍ଚ ପାଇଁ ବାହାରିଛନ୍ତି। ତାଙ୍କ ସହ ଏଏପିର ନେତା ଓ କର୍ମୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri