Posted inଜାତୀୟ

ମୋଦି ସରକାରଙ୍କୁ ପୁଣି ଝଟକା ଦେଲା ରିଜର୍ଭ ବ୍ୟାଙ୍କ: ଜିଡ଼ିପି ଅଭିବୃଦ୍ଧି ଆକଳନ ୬.୧ରୁ ୫ ପ୍ରତିଶତକୁ କମିଲା

ନୂଆଦିଲ୍ଲୀ,୫।୧୨: ଦେଶରେ ଉପଭୋକ୍ତାଙ୍କ ଉପରେ ମହଙ୍ଗା ମାଡ଼ ଜାରି ରହିଥିବାବେଳେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ପୁଣି ଏକ ଝଟ୍‌କା ଦେଇଛନ୍ତି ରିଜର୍ଭ ବ୍ୟାଙ୍କ। ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଜିଡ଼ିପି ଅଭିବୃଦ୍ଧି ହାର ନେଇ ପୂର୍ବରୁ କରିଥିବା ଆକଳନକୁ ଭାରତୀୟ ରିଜର୍ଭ ବ୍ୟାଙ୍କ କମାଇ ଦେଇଛନ୍ତି। ଗତ ଅକ୍ଟୋବରରେ ହୋଇଥିବା ବୈଠକରେ ୨୦୧୯-୨୦ ଆର୍ଥିକ ବର୍ଷରେ ଦେଶର ଜିଡ଼ିପି ଅଭିବୃଦ୍ଧି ହାର ଆକଳନକୁ ୬.୧ ପ୍ରତିଶତ ରଖାଯାଇଥିଲା। ତେବେ ଏବେ ହୋଇଥିବା ନୀତି ସମୀକ୍ଷା ବୈଠକରେ ଏହାକୁ ୫ ପ୍ରତିଶତକୁ ରିଜର୍ଭ ବ୍ୟାଙ୍କ କମାଇ ଦେଇଛନ୍ତି। ବ୍ୟାଙ୍କର ଏଭଳି ରିପୋର୍ଟ ନେଇ ଏବେ ବିରୋଧୀ ଦଳ ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri