ମୋଦିଙ୍କ ଆତ୍ମନିର୍ଭର ଅଭିଯାନ: ସିଏପିଏଫ୍‌ କ୍ୟାଣ୍ଟିନ୍‌ରେ ଜୁନ୍‌ ୧ରୁ ବିକ୍ରି ହେବ ସ୍ବଦେଶୀ ଉତ୍ପାଦ

ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଲକ୍‌ଡାଉନ୍‌ ଯୋଗୁ ଦେଶର ଅର୍ଥନୀତି ଖରାପ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଆତ୍ମନିର୍ଭର ଅଭିଯାନ ଉପରେ ଗୁରୁତ୍ୱାରୋପ କରିଥିଲେ। ସମସ୍ତ ଭାରତୀୟ ସ୍ବଦେଶ ଉତ୍ପାଦ କିଣିବା ଦ୍ୱାରା ଦେଶର ଅର୍ଥନୀତିରେ ସୁଧାର ଆସିପାରିବ ବୋଲି ମୋଦି କହିଥିଲେ। ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟର ଗୁରୁତ୍ୱ ଉପଲବ୍ଧି କରି ସ୍ବରାଷ୍ଟ୍ରମନ୍ତ୍ରଣାଳୟ ପକ୍ଷରୁ ଦେଶରେ ଥିବା ସମସ୍ତ ସେଣ୍ଟ୍ରାଲ ଆମର୍ଡ ପୋଲିସ ଫୋର୍ସ (ସିଏପିଏଫ୍‌) କ୍ୟାଣ୍ଟିନ୍‌ରେ ସ୍ବଦେଶ ଉତ୍ପାଦ ବିକ୍ରି କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଟୁଇଟ୍‌ କରି ବୁଧବାର ସୂଚନା ଦେଇଛନ୍ତି। ଜୁନ୍‌ ୧ଠାରୁ ଏଭଳି କରାଯିବ। ଏହାଦ୍ୱାରା ୧୦ ଲକ୍ଷ ସିଏପିଏଫ୍‌ କର୍ମଚାରୀଙ୍କ ୫୦ ଲକ୍ଷ ପରିବାର ସଦସ୍ୟ ସ୍ବଦେଶୀ ଉତ୍ପାଦର ବ୍ୟବହାର କରିବାର ସୁଯୋଗ ପାଇପାରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ସରକାରଙ୍କ ବଡ଼ ନିଷ୍ପତ୍ତି: ଲିଟର ପିଛା ୩ ଟଙ୍କା ବଢ଼ିଲା କ୍ଷୀର ଦାମ୍‌

ନୂଆଦିଲ୍ଲୀ,୩୧।୮: ତାମିଲନାଡୁ ସରକାର ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ଆଶ୍ୱସ୍ତି ଦେଇ ଆଭିନ ପାଇଁ କ୍ଷୀର କ୍ରୟ ମୂଲ୍ୟ ପୁଣିଥରେ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ…

୪୦ ବର୍ଷ ବୟସରେ ମା’ ହେବେ ଏହି ଅଭିନେତ୍ରୀ: ପ୍ରଶଂସକଙ୍କୁ ଦେଲେ ଗୁଡ୍‌ନ୍ୟୁଜ୍‌

ଟିଭି ତଥା ଚଳଚ୍ଚିତ୍ର ଅଭିନେତ୍ରୀ କାଶ୍ମୀରା ଇରାନୀ ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ୪୦ ବର୍ଷ ବୟସରେ ପ୍ରଶଂସକଙ୍କ ଏହି ଖୁସି ଖବର ଶେୟାର କରିଛନ୍ତି କାଶ୍ମୀରା।…

Read more

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ଉଦ୍ଧାର ହେଲେ ୭ ବର୍ଷୀୟା ନାବାଳିକା । ଗତ ଦୁଇ ଦିନ ପୂର୍ବରୁ କଟକ ଶିଖରପୁର ନିକଟସ୍ଥ ରେଳ ଷ୍ଟେଶନ ନିକଟରୁ ଅପହରଣ ହୋଇଥିଲେ…

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri