ମୋଦିଙ୍କ ଆମେରିକା ଗସ୍ତ: ଶକ୍ତି କ୍ଷେତ୍ରରେ ୫ ନିୟୁତ ଟନ୍‌ ଏଲ୍‌ଏନ୍‌ଜି ପାଇଁ ଚୁକ୍ତି

ହ୍ୟୁଷ୍ଟନ,୨୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଟେକ୍ସାସ୍‌ର ହ୍ୟୁଷ୍ଟନରେ ପହଞ୍ଚିଛନ୍ତି। ଆମେରିକା ଗସ୍ତର ପ୍ରଥମ ଦିନରେ ଶକ୍ତି କ୍ଷେତ୍ରରେ ବୃହତ୍‌ ବୁଝାମଣା ହୋଇଛି। ଏନେଇ ଆୟୋଜିତ ଏକ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଆମେରିକାର ଟେଲ୍ୟୁରିୟନ୍‌ ଏବଂ ଭାରତର ପେଟ୍ରୋନେଟ୍‌ କମ୍ପାନୀ ମଧ୍ୟରେ ଶକ୍ତି କ୍ଷେତ୍ରରେ ୫ ନିୟୁତ ଟନ୍‌ ଏଲ୍‌ଏନ୍‌ଜି ପାଇଁ ଚୁକ୍ତି ସ୍ବାକ୍ଷର ହୋଇଛି। ୨୦୨୦ ମାର୍ଚ୍ଚ ସୁଦ୍ଧା ଏହି ଚୁକ୍ତିକୁ ଚୂଡ଼ାନ୍ତ ରୂପ ଦିଆଯିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଫିସ ସିଲ, ଫ୍ଲୋର ଖାଲି, ଜରୁରୀକାଳୀନ ସତର୍କତା… ଆମେରିକାର ପ୍ରତିରକ୍ଷା ବିଭାଗ, ପେଣ୍ଟାଗନରେ ଏହି ବିଶୃଙ୍ଖଳାର କାରଣ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୬: ଆମେରିକାର ପ୍ରତିରକ୍ଷା ବିଭାଗରୁ ପ୍ରମୁଖ ଖବର ଆସିଛି; ଏକ ଜରୁରୀକାଳୀନ ସତର୍କତା ଜାରି କରାଯାଇଛି, ଏବଂ ପେଣ୍ଟାଗନର କିଛି ଅଂଶକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି।…

Extremely Severe Alert: ଆପଣଙ୍କ ଫୋନରେ ଖୁବ ଜୋରରେ ଶବ୍ଦ ସହ ଆସିଥିଲା କି ଆଲର୍ଟ? ଜାଣନ୍ତୁ ଏହାର ଅର୍ଥ କ’ଣ

ନୂଆଦିଲ୍ଲୀ,୧୧।୬; ଯଦି ଆପଣଙ୍କ ମୋବାଇଲ ସ୍କ୍ରିନରେ ହଠାତ ‘ଅତ୍ୟନ୍ତ ଗମ୍ଭୀର ସତର୍କତା’ ଲେଖାଥିବା ଏକ ପପ-ଅପ ମେସେଜ ଝଲସି ଉଠେ, ଏବଂ ତା ସହିତ ଏକ ଜୋରରେ…

ଅବସର ନେବେ ଅକ୍ଷୟ କୁମାର!

ମୁମ୍ବାଇ: ଅକ୍ଷୟ କୁମାରଙ୍କ ଫିଲ୍ମ ‘ୱେଲକମ ଟୁ ଦି ଜଙ୍ଗଲ’ର ଟ୍ରେଲର ରିଲିଜ ହୋଇଛି ଏବଂ ଦର୍ଶକଙ୍କଠାରୁ ଏକ ଚମତ୍କାର ପ୍ରତିକ୍ରିୟା ପାଉଛନ୍ତି; ଅକ୍ଷୟଙ୍କ ପ୍ରଶଂସକମାନେ ଏହାକୁ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମାଗଣା ବସ୍‌ରେ ଯିବେ ନିଟ୍‌ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୧।୬: ବଡ଼ ଘୋଷଣା କଲେ ରାଜ୍ୟ ସରକାର। ମାଗଣା ବସ୍‌ରେ ଯିବେ ନିଟ୍‌ (UG) ପରୀକ୍ଷାର୍ଥୀ। ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ନିର୍ଦ୍ଦେଶ ଜାରି…

ମମତା ବାନାର୍ଜୀଙ୍କ ପାଇଁ ଚତୁର୍ଥ ଝଟକା: ଚାରି ଦିନରେ ୪ଟି ଇସ୍ତଫା

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ ଦମନକାରୀ ପରାଜୟ ପରେ ତୃଣମୂଳ କଂଗ୍ରେସ ସାମ୍ନାରେ ଥିବା ସଙ୍କଟ ଆହୁରି ଘନିଭୂତ ହେଉଛି। ଦଳ ଭିତରେ ଆରମ୍ଭ…

ରାଜ୍ୟ ସଭା ନିର୍ବାଚନ ଫଳାଫଳ ଘୋଷଣା; ମଧ୍ୟପ୍ରଦେଶରେ ଝଟକା ମଧ୍ୟରେ କଂଗ୍ରେସ ପାଇଁ ରହିଛି ଭଲ ଖବର

ନୂଆଦିଲ୍ଲୀ,୧୧।୬: ଗୁରୁବାର (ଜୁନ ୧୧, ୨୦୨୬), ମଧ୍ୟପ୍ରଦେଶ, ଗୁଜରାଟ ଏବଂ କର୍ନାଟକରୁ ୧୪ ଜଣ ପ୍ରାର୍ଥୀ ନିରପେକ୍ଷ ଭାବରେ ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହୋଇଥିଲେ; କୌଣସି…

ଭାରତୀୟ ଜାହାଜ ଉପରେ ମିଶାଇଲ ଆକ୍ରମଣ, ଶେଷରେ ସ୍ବୀକାର କଲା ଆମେରିକା

ଓ୍ବାଶିଂଟନ,୧୧।୬: ଆମେରିକାର କେନ୍ଦ୍ରୀୟ କମାଣ୍ଡ (CENTCOM) ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ମାଡ଼ କରିଥିବା ସ୍ବୀକାର କରିଛି। ଓମାନ ଉପକୂଳ ନିକଟରେ ଜଣେ ଭାରତୀୟ କର୍ମଚାରୀଙ୍କ ଦ୍ୱାରା…

ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ, ୪ ଦିନ ପରେ ଜୀବନ୍ତ ଅବସ୍ଥାରେ ଯୁବକ ଉଦ୍ଧାର

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri