Posted inଖେଳ

ମୋଦିଙ୍କ ପରେ ଏହି ଖେଳାଳି ଦେଶରେ ସବୁଠୁ ଅଧିକ ଲୋକପ୍ରିୟ

ନୂଆଦିଲ୍ଲୀ,୨୬।୯: ଦେଶରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସକଙ୍କ ସଂଖ୍ୟା ସବୁଠୁ ଅଧିକ। ତାଙ୍କ ପଛକୁ ରହିଛନ୍ତି ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନି। କ୍ରିକେଟରୁ କିଛିଦିନ ଦୂରେଇ ରହିଥିବା ଧୋନିଙ୍କ ଲୋକପ୍ରିୟତା ପୂର୍ବଭଳି ଅତୁଟ ରହିଛି। ୟୁଗୋଭ ସଂସ୍ଥା ପକ୍ଷରୁ କରାଯାଇଥିବା ସର୍ଭେରୁ ଏଭଳି ତଥ୍ୟ ସାମ୍ନାକୁ ଆସିଛି। ନରେନ୍ଦ୍ର ମୋଦିଙ୍କ ପ୍ରଶଂସକଙ୍କ ସଂଖ୍ୟା ୧୫.୬୬% ରହିଥିବା ବେଳେ ଧୋନିଙ୍କ ଫ୍ୟାନ ୮.୫୮% ରହିଛି। ଧୋନିଙ୍କ ପଛକୁ ବ୍ୟାବସାୟୀ ରତନ ଟାଟା(୮.୦୨%), ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା(୭.୩୬%), ବିଶ୍ୱର ଅନ୍ୟତମ ଧନୀ ବିଲ ଗେଟ୍ସ(୬.୯୬%), ବଲିଉଡ୍‌ ସୁପରଷ୍ଟାର୍‌ ଅମିତାଭ ବଚ୍ଚନ(୬.୫୫%), ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର(୫.୮୧%), ଭାରତୀୟ ଅଧିନାୟକ ବିରାଟ କୋହଲି(୪.୪୬%), ବଲିଉଡ୍‌ ଷ୍ଟାର୍‌ ଶାହାରୁଖ ଖାନ(୩.୬୩%), ଚୀନର ସିନେ ଷ୍ଟାର ଜ୍ୟାକି ଚାନ(୩.୪୪%), ବୌଦ୍ଧ ଗୁରୁ ଦଲାଇଲାମା(୩.୩୫%), ଫୁଟବଲର୍‌ ଖ୍ରୀଷ୍ଟିଆନ ରୋନାଲ୍ଡୋ(୨.୮୫%), ବଲିଉଡ୍‌ ଷ୍ଟାର୍‌ ସଲମାନ ଖାନ(୨.୫୯%), ଫୁଟବଲର ଲିଓନେଲ ମେସି(୨.୩୨%), ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ(୨.୦୬%), ଚୀନର ପ୍ରସିଦ୍ଧ qବ୍ୟବସାୟୀ ଜ୍ୟାକ ମା(୧.୭୧%), ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ(୧.୪୩%), ପୋପ ଫ୍ରାନ୍ସିସ(୧.୩୪%) ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ(୧.୨୭%) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri