Posted inଜାତୀୟ

ମୋଦିଙ୍କ ବାୟୋପିକ୍‌: ସୁପ୍ରିମ୍‌କୋର୍ଟରେ ଇସି ଦାଖଲ କଲେ ରିପୋର୍ଟ; ଶୁଣାଣି ଶୁକ୍ରବାର

ନୂଆଦିଲ୍ଲୀ,୨୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍‌ ସମ୍ପର୍କିତ ରିପୋର୍ଟ ସୋମବାର ନିର୍ବାଚନ କମିଶନ(ଇସି) ସୁପ୍ରିମ୍‌କୋର୍ଟରେ ଦାଖଲ କରିଛନ୍ତି। ଏହାର ରିଲିଜ୍‌ ସମ୍ପର୍କରେ ଶୁକ୍ରବାର ଶୁଣାଣି କରାଯିବ ବୋଲି ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ସୂଚିନା ଦେଇଛନ୍ତି। ବାୟୋପିକ୍‌ର ସ୍କ୍ରିନିଂ ବୁଧବାର କରାଯାଇଥିଲା। ଏହାକୁ ନିର୍ବାଚନ କମିଶନଙ୍କ ୭ଜଣ ଅଧିକାରୀ ଦେଖିଥିଲେ। ପରେ ଏହାର ରିପୋର୍ଟ ପ୍ରସ୍ତୁତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିହାର ନିର୍ବାଚନ ପରେ ପୁଣି ଏକାଠି ହେଲେ ପ୍ରିୟଙ୍କା ଗାନ୍ଧୀ, ପ୍ରଶାନ୍ତ କିଶୋର! ହେଲା ଦୀର୍ଘ ସମୟ ଆଲୋଚନା

ନୂଆଦିଲ୍ଲୀ,୧୫।୧୨: ବିହାର ବିଧାନସଭା ନିର୍ବାଚନରେ କଂଗ୍ରେସ ଏବଂ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କ ନୂଆ ଦଳ ‘ଜନ ସୁରାଜ’ର ଶୋଚନୀୟ ପରାଜୟ ପରେ ଏବେ ଏକ...

ସ୍ବାମୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କରୁଥିଲେ ସ୍ତ୍ରୀ… ଜଣାପଡ଼ିବା ପରେ ଘଟିଗଲା ଏମିତି

ନୂଆଦିଲ୍ଲୀ,୧୫।୧୨: ମହିଳାଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ଭାଇରାଲ ଏକ ସାଧାରଣ ଘଟଣା। କିନ୍ତୁ ଗାଜିପୁରର ମହମ୍ମଦାବାଦରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଅଶ୍ଳୀଳ ଫଟୋ...

New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ...

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନିତିନ ନବୀନ

ନୂଆଦିଲ୍ଲୀ,୧୫।୧୨:  ଭାଜପାର ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ସଭାପତି ଜେପି ନଡ୍ଡା ଓ ଗୃହ ମନ୍ତ୍ରୀ ଅମିତ ଶାହଙ୍କ...

ନିଜ ହାତରେ ରାସ୍ତା ଖୋଳିଲେ ଭାଜପା ବିଧାୟକ: ଗୁଣବତ୍ତାର ଖୋଲିଲା ପୋଲ୍‌

ଭୋପାଳ,୧୫।୧୨: ମଧ୍ୟପ୍ରଦେଶର ଦିଣ୍ଡୋରୀର ଶାହପୁରା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ତଥା ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଓମ ପ୍ରକାଶ ଧୁର୍ଭେ ବିଭାଗୀୟ କର୍ମଚାରୀଙ୍କ ପର୍ଦ୍ଦାଫାସ କରୁଛନ୍ତି।...

MGNREGA ପାଇଁ ନୂଆ ଆଇନ ଆଣିବେ ସରକାର: ଏତିକି ଦିନର ମିଳିବ ନିଯୁକ୍ତି ଗ୍ୟାରେଣ୍ଟି

ନୂଆଦିଲ୍ଲୀ,୧୫।୧୨: କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆଇନ (MGNREGA)କୁ ବାତିଲ କରି ଗ୍ରାମୀଣ ନିଯୁକ୍ତି ପାଇଁ ଏକ ନୂତନ ଆଇନ...

ଘନ କୁହୁଡ଼ି ମଧ୍ୟରେ ବିମାନବନ୍ଦର: ୧୦୦ରୁ ଅଧିକ ବିମାନ ବାତିଲ, ଟ୍ରେନ ଚଳାଚଳ ବିଳମ୍ୱ

ନୂଆଦିଲ୍ଲୀ,୧୫।୧୨: ଦିଲ୍ଲୀ ଏନ୍‌ସିଆରରେ ଘନ କୁହୁଡ଼ି ସାଙ୍ଗକୁ ଦୃଶ୍ୟମାନତା ଶୂନ୍ୟ ହ୍ରାସ ଯୋଗୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୧୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ...

କୁହୁଡ଼ି ତାଣ୍ଡବ: ପଛକୁ ପଛ ପିଟିହେଲା ୨୫ କାର୍, ୨ ପୋଲିସ କର୍ମଚାରୀଙ୍କ ସମେତ ୪ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୫।୧୨: ଆଜି ସକାଳେ ଉତ୍ତର ଭାରତର ଅଧିକାଂଶ ଅଞ୍ଚଳ ଘନ କୁହୁଡ଼ିରେ ଆଚ୍ଛାଦିତ ହୋଇଥିଲା । ଯାହା ଫଳରେ ସମସ୍ତ ପ୍ରକାରର ଯାତାୟାତ ବାଧାପ୍ରାପ୍ତ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri