Posted inଜାତୀୟ

ମୋଦିଙ୍କ ଶପଥ ଗ୍ରହଣରେ ଫସିଲେ ଆଶା: ସ୍ମୃତି କଲେ ସାହାଯ୍ୟ

ନୂଆଦିଲ୍ଲୀ,୩୧।୫: ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବା ପାଇଁ ଗୁରୁବାର ନୂଆଦିଲ୍ଲୀରେ ହଜାର ହଜାର ସଂଖ୍ୟାରେ ଲୋକ ସାମିଲ ହୋଇଥିଲେ। ରାଜନୀତିଜ୍ଞଙ୍କଠାରୁ ଆରମ୍ଭ କରି କ୍ରୀଡ଼ା ଓ ବଲିଉଡ ଜଗତର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସାମିଲ ହୋଇଥିଲେ। ଏହି ପରିପ୍ରେକ୍ଷୀରେ ଗାୟିକା ଆଶା ଭୋଁସଲେ ମଧ୍ୟ ଶପଥ ଗ୍ରହଣ ସମାରୋହରେ ପହଞ୍ଚିଥିଲେ। ଏହି ସମାରୋହ ରାତି ୯ଟା ପର୍ଯ୍ୟନ୍ତ ଚାଲିଥିଲା। ସମାରୋହ ଶେଷ ହେବା ପରେ ଗାୟିକା ଆଶା  ଭିଡ ଭିତରେ ଫଶିଯାଇଥିଲେ। ତାଙ୍କୁ ସାହାଯ୍ୟ ପାଇଁ କେହି ଆଗକୁ ଆସି ନ ଥିବା ବେଳେ ସ୍ମୃତି ଇରାନୀ  ସାହାଯ୍ୟର ହାତ ବଢ଼ାଇଥିଲେ। ଆଶାଙ୍କୁ ସୁରକ୍ଷିତ ଭାବେ ସେହି ସ୍ଥାନରୁ ବାହାର କରିବା ସହ କିଭଳି ସେ ଘରେ ପହଞ୍ଚିବେ ସେନେଇ ସୁନିଶ୍ଚିତ କରିଥିଲେ। ଏନେଇ ଆଶା ନିଜ ଟୁଇଟର ଆକାଉଣ୍ଟରେ ସ୍ମୃତିଙ୍କ ସହ ଏକ ଫଟୋ ଶେୟାର କରି ଘଟଣା ବାବଦରେ ସମସ୍ତଙ୍କୁ ଜଣାଇଛନ୍ତି। ଏଥିସହ ସେ ସ୍ମୃତିଙ୍କୁ ବହୁ ପ୍ରଶଂସା ମଧ୍ୟ କରିଛନ୍ତି। ସ୍ମୃତି ସମସ୍ତଙ୍କ କଥା ଚିନ୍ତା କରୁଥିବାରୁ ନିର୍ବାଚନ ଜିତିଛନ୍ତି ବୋଲି ଆଶା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri