ମୋଦିଙ୍କ ଶେଷ କ୍ୟାବିନେଟ୍‌ ବୈଠକ, କହିଲେ…

ନୂଆଦିଲ୍ଲୀ, ୫ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ତାଙ୍କର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଏହା ପୂର୍ବରୁ ସେ ତାଙ୍କର ଦ଼୍ବିତୀୟ ପାଳି ସରକାରର ଶେଷ କ୍ୟାବିନେଟ୍‌ ବୈଠକ ଡକାଇଥିଲେ। ବୈଠକରେ ସେ କହିଥିଲେ ଯେ, ଜିତିବା ଏବଂ ହାରିବା ରାଜନୀତିର ଏକ ଅଂଶ। ଏଥିରେ ନମ଼୍ବର ଗେମ୍‌ ଚାଲୁରହିବା ଏକ ସ଼୍ବଭାବିକ କଥା। ନିର୍ବାଚନ ଫଳାଫଳକୁ ନେଇ ମଧ୍ୟ ଏଥିରେ ଚର୍ଚ୍ଚା ହୋଇଥିବା ଜଣାପଡ଼ିଛି। ବୈଠକରେ ଲୋକସଭାକୁ ଭାଙ୍ଗିବା ପାଇଁ ସୁପାରିଶ କରାଯାଇଥିଲା । ଏହାପରେ ପ୍ରଧାନମନ୍ତ୍ରୀଙ୍କ ସମେତ ସମସ୍ତ କ୍ୟାବିନେଟ୍‌ ସଦସ୍ୟ ଇସ୍ତଫା ଦେଇଥିଲେ।

ନୂଆ ସରକାର ଗଠନ ପୂର୍ବରୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫାପତ୍ର ଦେଇଛନ୍ତି । ଲୋକ ସଭା ନିର୍ବାଚନରେ ଭାଜପା ମ୍ୟାଜିକ୍‌ ନମ୍ବର ୨୭୨ ହାସଲ କରିବାରେ ବିଫଳ ହୋଇଥିବାବେଳେ ଏନ୍‌ଡିଏ ବହୁମତ ପାଇଛି। ତେବେ ତୃତୀୟ ଥର ପାଇଁ ଏନ୍‌ଡିଏ କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଆସନ୍ତା ୮ରେ ଶପଥ ନେବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା।…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri