Posted inଜାତୀୟ

ମୋଦିଙ୍କ ସମୟରେ ଉତ୍ତରପ୍ରଦେଶରେ ଅଧିକ ହିଂସାକାଣ୍ଡ ଘଟିଛି: ମାୟାବତୀ

ଲକ୍ଷ୍ନୌ,୧୫।୫: କେନ୍ଦ୍ରରେ ମୋଦି ସରକାର ଥିବା ସମୟରେ ଉତ୍ତରପ୍ରଦେଶରେ ଅଧିକ ହିଂସାକାଣ୍ଡ ଘଟିଥିବା ଅଭିଯୋଗ କରିଛନ୍ତି ବିଏସ୍‌ପି ଅଧ୍ୟକ୍ଷା ମାୟାବତୀ। ଏନେଇ ମାୟାବତୀ ବୁଧବାର ସୂଚନା ଦେଇଛନ୍ତି। ରାଜ୍ୟରେ ଯୋଗୀ ଆଦିତ୍ୟନାଥ କେବଳ ମୋଦିଙ୍କ ନିର୍ଦ୍ଦେଶ ପାଳନ କରୁଥିବା ମାୟାବତୀ କହିଛନ୍ତି। ମୋଦି ଗୁଜରାଟରେ ମୁଖ୍ୟମନ୍ତ୍ରୀ ଥିବାବେଳେ ମାୟାବତୀ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଥିଲେ। ତେବେ ମୋଦିଙ୍କ ଶାସନ କାଳ ସାମ୍ପ୍ରଦାୟିକ ହିଂସାରେ ବେଶ୍‌ କଳଙ୍କିତ ହୋଇଥିଲା। ସେହିପରି ଏବେ ମୋଦିଙ୍କ ଶାସନରେ ଦେଶର ସ୍ଥିତି ହୋଇଥିବା ମାୟାବତୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଆରମ୍ଭ ହେଲା ସିବିଏସଇ ଦଶମ-ଦ୍ୱାଦଶ ବୋର୍ଡ ପରୀକ୍ଷା

ନୂଆଦିଲ୍ଲୀ,୧୭।୨: ମଙ୍ଗଳବାର ବା ଆଜିଠାରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଆରମ୍ଭ ହେଉଛି, ଯେଉଁଥିରେ ୪୩ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି, ପ୍ରାୟ…

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri