Posted inଜାତୀୟ

‘ମୋଦିଙ୍କ ସହ ଆଖି ମିଶାଇବାର ସାହସ ମମତାଙ୍କର ନାହିଁ’

ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦି ଗୁରୁବାର ପୁଣି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ମୋଦିଙ୍କ ଶପଥଗ୍ରହଣ ସମାରୋହରେ ଦେଶ ବିଦେଶର ଅନେକ ନେତା, ଶିଳ୍ପପତି ଏବଂ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ ଏହି ଉତ୍ସବରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯୋଗଦେବେ ନାହିଁ ବୋଲି କହିଛନ୍ତି। ଏନେଇ ଦିଲ୍ଲୀ ଭାଜପା ଅଧ୍ୟକ୍ଷ ମନୋଜ ତିଓ୍ବାରୀ ମମତାଙ୍କୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି, ମୋଦିଙ୍କ ସହ ଆଖି ମିଶାଇବାର ସାହସ ମମତାଙ୍କର ନାହିଁ। ଲୋକତନ୍ତ୍ରରେ ମମମଲା ଯେଉଁଭଳି ରକ୍ତର ନଦୀ ବୁହାଇଲେ, ସେ ଏଭଳି ପବିତ୍ର ସ୍ଥାନକୁ ନ ଆସିବା ଉଚିତ୍‌ ହେବ। ଯଦି ମମତା ଆସିଥାନ୍ତେ ତେବେ ସେ ମୋଦି ଏବଂ ଶପଥଗ୍ରହଣ ଉତ୍ସବରେ ଉପସ୍ଥିତି ଲୋକଙ୍କ ଆଗରେ ଆଖି ମିଶାଇ ପାରି ନ ଥାନ୍ତେ। ସୂଚନାଯୋଗ୍ୟ, ମଙ୍ଗଳବାର ରାତିରେ ଶପଥ ଗ୍ରହଣ ଉତ୍ସବକୁ ଯିବା ପାଇଁ ନିମନ୍ତ୍ରଣ ଆସିଛି ଏବଂ ମୁଁ ଯୋଗଦେବାକୁ ଚେଷ୍ଟା କରିବି ବୋଲି କହିଥିଲେ । କିନ୍ତୁ ଦିନକ ପରେ ଏବେ ସେଠାକୁ ଆଦୌ ଯିବେ ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭଗବାନ ଆମ ସହ…’, ବିଧାନସଭାରେ ଏମିତି କାହିଁକି କହିଲେ ତାମିଲନାଡୁ CM ବିଜୟ, ହେଲାଣି ଚର୍ଚ୍ଚା

ଚେନ୍ନାଇ,୮।୯: ତାମିଲନାଡୁର ସରକାରୀ ମଦ ବିକ୍ରି କମ୍ପାନୀ ‘ଟାସ୍ମାକ’ (TASMAC)ରେ କଥିତ ଦୁର୍ନୀତିକୁ ନେଇ ପୂର୍ବତନ DMK ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ।…

୩ ରାଶି ଉପରେ ଶନିଙ୍କ ସାଢେସାତୀର ଛାୟା, ଜାଣନ୍ତୁ କେବେ ଶେଷ ହେବ ଦୁର୍ଦ୍ଦଶା

ବୈଦିକ ଜ୍ୟୋତିଷ ଅନୁସାରେ ଶନି ଗ୍ରହଙ୍କ ଗୋଚରର ବ୍ୟକ୍ତିଙ୍କ ଜୀବନ ଉପରେ ବିଶେଷ ପ୍ରଭାବ ରହିଥାଏ। ଜନ୍ମକୁଣ୍ଡଳୀର ଚନ୍ଦ୍ର ରାଶିଠାରୁ ଶନି ଦ୍ୱାଦଶ, ପ୍ରଥମ ଓ ଦ୍ୱିତୀୟ…

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri