Posted inଜାତୀୟ

ମୋଦିଙ୍କୁ ପ୍ରଶଂସା କଲା ଶିବସେନା: ଏବେ ଠାକ୍‌ରେ-ମୋଦି ଭାଇଭାଇ

ମୁମ୍ବାଇ,୨୯।୧୧: ଶେଷରେ ମହାରାଷ୍ଟ୍ରରେ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱରେ ସରକାର ଗଠନ ହୋଇଛି। ଶିବସେନା-ଏନସିପି ଏବଂ କଂଗ୍ରେସ ମିଶି ରାଜ୍ୟକୁ ଏକ ମଜଭୁତ ସରକାର ଦେବା ପାଇଁ ଶପଥ ନେଇଛନ୍ତି। ଗତ କିଛିଦିନ ହେବ ଶିବସେନା ମୁଖପତ୍ର ‘ସାମ୍‌ନା’ରେ ପ୍ରତିଦିନ ମୋଦି ସରକାରକୁ ନେଇ ଆଲୋଚନା ଚାଲିଥିବାବେଳେ ଗୁରୁବାର ରାଜ୍ୟରେ ସରକାର ଗଠନ ପରେ ଏଥିରେ ବିରାମ ଲାଗିଛି। ଶୁକ୍ରବାର ‘ସାମ୍‌ନା’ର ସମ୍ପାଦକୀୟ ପୃଷ୍ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରାଯାଇଛି। ଏଥିରେ ଲେଖାଯାଇଛି, ଉଦ୍ଧବ ଠାକ୍‌ରେ ଏବଂ ମୋଦି ଭାଇଭାଇ। ମହାରାଷ୍ଟ୍ର ରାଜନୀତିରେ ଭାଜପା-ଶିବସେନା ମଧ୍ୟରେ ମନୋମାଳିନ୍ୟ ରହିଛି। କିନ୍ତୁ ମୋଦି ଠାକ୍‌ରେ ମଧ୍ୟରେ ସମ୍ପର୍କ ଭାଇଭାଇ ଭଳି। ମହାରାଷ୍ଟ୍ରରେ ଛୋଟ ଭାଇଙ୍କୁ ସହାୟତା ଦେବା ବଡ ଭାଇ ମୋଦିଙ୍କ କର୍ତ୍ତବ୍ୟ। ପ୍ରଧାନମନ୍ତ୍ରୀ ସାରା ଦେଶର ହୋଇଥାନ୍ତି। କେବଳ ଗୋଟିଏ ଦଳର ନୁହେଁ ବୋଲି ‘ସାମ୍‌ନା’ରେ ଲେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ମଘା ନକ୍ଷତ୍ରକୁ ଯିବେ ଗୁରୁ ବୃହସ୍ପତି: ଅକ୍ଟୋବରରୁ ଆରମ୍ଭ ହେବ ୪ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଚାକିରି-ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ରରେ ଗୁରୁ ଗ୍ରହଙ୍କୁ ଜ୍ଞାନ, ଧନ, ଭାଗ୍ୟ, ବିସ୍ତାର, ସୁଖ ଓ ସମୃଦ୍ଧିର କାରକ ଭାବେ ବିବେଚନା କରାଯାଏ। ଶୁଭ ଗ୍ରହମାନଙ୍କ ମଧ୍ୟରେ ଗୁରୁଙ୍କୁ ବିଶେଷ…

ଅଶ୍ବିନଙ୍କ ବଡ଼ ଖୁଲାସା; CSK ହେଡ୍ କୋଚ୍ ହେବାକୁ ଏହି ଖେଳାଳିଙ୍କୁ ମିଳିଥିଲା ଅଫର, ହେଲେ…

ଚେନ୍ନାଇ,୨୩।୯: ଆଇପିଏଲ୍‌ ୨୦୨୭ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଜାହିର ଖାନ୍‌ଙ୍କୁ ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ସେ ଷ୍ଟିଫେନ୍ ଫ୍ଲେମିଂଙ୍କ ସ୍ଥାନ…

ମହିଳାଙ୍କ ସଲୱାର୍‌ ଖୋଲିବାକୁ ଚେଷ୍ଟା କରିବା ବଳାତ୍କାର ଉଦ୍ୟମ ନୁହେଁ? ପାଟନା ହାଇକୋର୍ଟଙ୍କ ରାୟରେ ସୁପ୍ରିମକୋର୍ଟ ଅସନ୍ତୁଷ୍ଟ; ପ୍ରଧାନ ବିଚାରପତି କହିଲେ…

ନୂଆଦିଲ୍ଲୀ,୨୩।୯: ପାଟନା ହାଇକୋର୍ଟଙ୍କ ଏକ ରାୟକୁ ନେଇ ସୁପ୍ରିମକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ ରାୟରେ କୁହାଯାଇଥିଲା ଯେ ଜଣେ ମହିଳାଙ୍କ ‘ସଲୱାର’ ଖୋଲିବାକୁ ଚେଷ୍ଟା କରିବା…

ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…

UPI ଚାର୍ଜକୁ ନେଇ ବଡ଼ ଖୁଲାସା! କାର୍ଡ ପେମେଣ୍ଟଠାରୁ ୮୦% ଶସ୍ତା କାହିଁକି? ଜାଣନ୍ତୁ ପୂରା ହିସାବ

ନୂଆଦିଲ୍ଲୀ,୨୩।୯ : UPI ପେମେଣ୍ଟକୁ ନେଇ ଆସିଛି ନୂଆ ନିୟମ । ଅକ୍ଟୋବର ୧୫, ୨୦୨୬ରୁ ୨ ହଜାର ଟଙ୍କାରୁ ଅଧିକ କିଛି UPI ଟ୍ରାଞ୍ଜାକ୍ସନରେ ୦.୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?