ମୋଦିଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ହୋଇଥିବା ମୋଦିଙ୍କୁ ନବୀନ ଶୁଭେଚ୍ଛା ଜଣାଇଥିଲେ। ଏହା ପରେ ସାକ୍ଷାତ ସମୟରେ ଓଡ଼ିଶାର ବିଭିନ୍ନ ଦାବି ପ୍ରସଙ୍ଗରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ଗଣମାଧ୍ୟମକୁ ନବୀନ କହିଛନ୍ତି ଯେ, ସ୍ବତନ୍ତ୍ର ରାଜ୍ୟ ପାହ୍ୟା, ଫନୀ କ୍ଷୟକ୍ଷତି ନେଇ ଆଲୋଚନା ହୋଇଛି। ଫନୀ ପାଇଁ ୫ ହଜାର କୋଟି ଟଙ୍କାର ଆର୍ଥିକ ସହାୟତା ଦେବାକୁ ଅନୁରୋଧ କରାଯାଇଛି। ୫ ଲକ୍ଷ ପକ୍କା ଘର ଯୋଗାଇ ଦେବାକୁ ମଧ୍ୟ ଅନୁରୋଧ ହୋଇଛି। ଏଥିସହ କୋଇଲା ରୟାଲିଟି ସଂଶୋଧନ ଦାବିନେଇ ତାଙ୍କୁ ଅବଗତ କରାଯାଇଛି ବୋଲି ନବୀନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri