ମୋଦିଙ୍କୁ ୟୁଏଇର ସର୍ବୋଚ୍ଚ ନାଗରିକ ସମ୍ମାନ ଦେଖି ଚିନ୍ତାରେ ପାକିସ୍ତାନ

ଇସଲାମାବାଦ,୨୫।୮: କ୍ରାଉନ୍‌ ପ୍ରିନ୍ସ ଶେଖ୍‌ ମହମ୍ମଦ ବିନ ଜାୟଦ ଅଲ ନାହୟନ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୟୁଏଇର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଅର୍ଡର ଅଫ୍‌ ଜାୟଦ’ରେ ସମ୍ମାନୀତ କରିଛନ୍ତି। ଏହାପରେ ମୋଦି କହିଛନ୍ତି ଏହି ସମ୍ମାନ ଦୁଇ ଦେଶ ମଧ୍ୟରେ ସୁରକ୍ଷା, ଶାନ୍ତି ଓ ସମୃଦ୍ଧି ପାଇଁ ଉଦ୍ଦିଷ୍ଟ। ଏହା ମୋର ସମ୍ମାନ ନୁହେଁ ୧.୩ ଅରବ ଭାରତୀୟଙ୍କ ସମ୍ମାନ। ଆଉ ଏବେ ଏହା ଜାଣିବା ପରେ ପୁଣି ରାଗରେ ଲାଲ ହେଲାଣି ପାକିସ୍ତାନ। ମୁସଲମାନଙ୍କ ଦେଶ ୟୁଏଇ କେମିତି ମୋଦିଙ୍କ ଭଳି ଜଣେ ପ୍ରତାରକଙ୍କୁ ସମ୍ମାନୀତ କରିଛି ବୋଲି ପାକିସ୍ତାନୀ ସୋସିଆଲ ମିଡିଆ ୟୁଜର୍ସ ନିଜ ନିଜର ମତ ପ୍ରକାଶ କଲେଣି। କେହି କେହି କହିଛନ୍ତି ୟୁଏଇର ଏହି କାମ ଇତିହାସରେ ଲିପିବଦ୍ଧ ହୋଇ ରହିବ। କାରଣ ଭାରତ କଶ୍ମୀର ସମସ୍ୟାକୁ ସମାଧାନ ନ କରୁଥିବା ବେଳେ ୟୁଏଇ ମୋଦିଙ୍କୁ କେମିତି ସମ୍ମାନୀତ କରୁଛି ବୋଲି ୟୁଜର୍ସମାନେ ପ୍ରଶ୍ନ କରିଛନ୍ତି। ତେଣୁ ଏମିତି କେତେଜଣ ପାକିସ୍ତାନୀ ସୋସିଆଲ ମିଡିଆ ୟୁଜର୍ସଙ୍କୁ ଦେଖିବା ପରେ ଲାଗୁଛି ଏବେବି ପାକିସ୍ତାନ କଶ୍ମୀରରୁ ହଟାଯାଇଥିବା ଅନୁଚ୍ଛେଦ ୩୭୦କୁ ନେଇ ରକ୍ତ ଚାଉଳ ଚୋବାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri