ମୋବାଇଲ ବ୍ୟାଟେରୀ ଫାଟି ଛାତ୍ର ଗୁରୁତର

ଭଦ୍ରକ ଅଫିସ,୧୭।୨: ଭଦ୍ରକ ଜିଲା ତିହିଡ଼ି ବ୍ଲକ ମହରମପୁର ତାରାଶୁଣି ଗାଁରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସୁଲେଖ ସାହୁ ନାମକ ଜଣେ ୯ ବର୍ଷୀୟ ଛାତ୍ର ଏକ ମୋବାଇଲ ବ୍ୟାଟେରୀ ପାଇଥିଲେ। ସେଥିରେ ସେ ଲାଇଟ୍‌ ଲଗାଉଥିବା ବେଳେ ଏହା ଫାଟି ଯାଇଥିଲା। ଫଳରେ ସେ ଗୁରୁତର ହୋଇଥିଲେ। ପରିବାର ଲୋକେ ପ୍ରଥମେ ତିହିଡ଼ି ଓ ପରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

ସବ୍ୟ-ଅର୍ଚ୍ଚିତାଙ୍କ ଘରକୁ ଆସିବେ କୁନି ଅତିଥି, ସୋସିଆଲ ମିିଡିଆରେ ସେୟାର କଲେ ଭିଡ଼ିଓ

ଭୁବନେଶ୍ବର,୧୪।୧୨: ଓଲିଉଡ ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଏକ ଖୁସି ଖବର ଦେଇଛନ୍ତି । ଖୁବଶୀଘ୍ର ସେମାନଙ୍କ ଘରକୁ କୁନି...

ଇହୁଦୀ ପର୍ବ ପାଳନ ବେଳେ ବିଚରେ ଫାୟାରିଂ, ୧୦ ମୃତ

ନୂଆଦିଲ୍ଲୀ,୧୪।୧୨: ଆଜି ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚ୍‌ରେ ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ ଘଟିଛି। ଦୁଇଜଣ ସଶସ୍ତ୍ର ଆକ୍ରମଣକାରୀ ସାଧାରଣ ଲୋକଙ୍କ ଉପରେ ଅତର୍କିତ ଗୁଳିଚାଳନା କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri