ମୋହନା ବ୍ଲକରେ ପ୍ରବଳ ବର୍ଷା : ବିଦ୍ୟାଳୟ ଛୁଟି ଘୋଷଣା

ମୋହନା,୨୪।୧୦(ଡି.ଏନ୍‌.ଏ): ଗଜପତି ଜିଲାର ମୋହନା ବ୍ଲକରେ ପ୍ରବଳ ବର୍ଷା ଲାଗି ରହିଛି। ତେଣୁ ଜିଲାପାଳଙ୍କ ଚିଠି ନଂ. ୧୦୨୮/ରେସ ତା.୨୪.୧୦.୨୦୧୯ ଅନୁଯାୟୀ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଶିକ୍ଷାର୍ଥୀମାନେ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଆସିବେ ନାହିଁ କିନ୍ତୁ ଶିକ୍ଷକ ଓ ଶିକ୍ଷୟିତ୍ରୀ ତଥା କର୍ମଚାରୀମାନେ ଅନୁଷ୍ଠାନରେ ରହି ପରିସ୍ଥିତି ଅନୁଧ୍ୟାନ କରି ରିପୋର୍ଟ ପ୍ରଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Test news 2

Test news 2

Test new post

Test new post

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ମୃତକଙ୍କୁ ଜୀବିତ ଦର୍ଶାଇ ୧୪ ଏକର ଜମି କିଣାବିକାରେ ଜାଲିଆତି: ଧାନ ପଞ୍ଜିକରଣରୁ ବାଦ୍ ପଡ଼ିଲେ ଚାଷୀ,ରାଜରାସ୍ତାକୁ…

ଛତ୍ରପୁର, ୯।୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ନରେନ୍ଦ୍ରପୁର ମୌଜାରେ ଜମି କିଣାବିକାକୁ ନେଇ ଏକ ବଡ଼ ଧରଣର ଜାଲିଆତି ହୋଇଥିବା…

ଟ୍ୟୁସନ ସାରି ଘରକୁ ଫେରୁଥିଲେ, ସ୍କୁଟି ଆଗକୁ ଚାଲିଆସିଲା କୁକୁର: ନାବାଳକ ଗୁରୁତର, ମାନବିକତା ଦେଖାଇଲେ…

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼-ଭଟଲି ମୁଖ୍ୟ ରାସ୍ତାର ଡାଙ୍ଗ ପେଟ୍ରୋଲ ପମ୍ପ ସମ୍ମୁଖରେ ବୁଧବାର ଏକ ଶୋଚନୀୟ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ୧୫…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri