ମୋହନାରେ ବିଜେଡି ପ୍ରାର୍ଥୀ ଆଗୁଆ

ମୋହନା,୨୩।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ ୮ମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ପୂର୍ଣ୍ଣବାସୀ ନାୟକ ୧୪,୬୨୭ ଭୋଟ ପାଇ ଆଗୁଆ ଅଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ଦାଶରଥୀ ଗମାଙ୍ଗ ୧୪,୦୦୬ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଥିବା ବେଳେ ଭାଜପା ପ୍ରାର୍ଥୀ ପ୍ରଶାନ୍ତ ମଲ୍ଲିକ ୯୨୭୨ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri