Posted inଜାତୀୟ

ମୌସୁମୀ ଅଧିବେଶନ ୨୦୨୩: ୪୪ଘଣ୍ଟା ୧୫ମିନିଟ ଚାଲିପାରିଛି ଗୃହକାର୍ଯ୍ୟ

ନୂଆଦିଲ୍ଲୀ,୧୧।୭: ଶେଷ ହୋଇଛି ଚଳିତ ବର୍ଷର ମୌସୁମୀ ଅଧିବଶେନ। ଲୋକସଭା ବାଚସ୍ପତି ଓମ ବିର୍ଲା ଶୁକ୍ରବାର ଅଧିବେଶନର ଶେଷ ଦିନରେ ନିଜର ଅଭିଭାଷଣ ଗୃହରେ ରଖିଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସବୁ ଦଳର ନେତା ତଥା ସାଂସଦମାନଙ୍କୁ ଅଧିବେଶନରେ ସହଯୋଗ କରିଥିବାରୁ ଧନ୍ୟବାଦ ଅର୍ପଣ କରିଛନ୍ତି।
ସେ କହିଛନ୍ତି, ଜୁଲାଇ ୨୦ରୁ ଆରମ୍ଭ ହୋଇଥିବା ମୌସୁମୀ ଅଧିବେଶନରେ ଲୋକସଭାର ୧୭ ଟି ଅଧିବେଶନ ଅନୁଷ୍ଠିତ ହୋଇଛି। ସେଥିମଧ୍ୟରୁ ୪୪ଘଣ୍ଟା ୧୫ମିନିଟ ପାଇଁ ଗୃହକାର୍ଯ୍ୟ ଚାଲିପାରିଛି। ଲୋକସଭାରେ ୨୦ଟି ବିଲ ଆଗତ ହେବା ସହ ୨୨ଟି ବିଲ୍‌ ପାରିତ ହୋଇଛି।

ସେହିପରି ଗୃହରେ ପଚରାଯାଇଥିବା ୨୦ଟି ପ୍ରଶ୍ନର ଉତ୍ତର ଅଗଷ୍ଟ ୯ ୨୦୨୩ରେ ମୌଖିକ ଭାବେ ଉତ୍ତର ରଖାଯାଇଥିଲା। ଏହା ୧୭ତମ ଲୋକସଭାର ଦ୍ୱାଦଶ ଅଧିବେଶନ ଥିଲା ବୋଲି ଓମ ବିର୍ଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌କାଉଣ୍ଟରରେ ଟଳିପଡ଼ିଲେ ୮ ମାଓବାଦୀ: ଜଣେ ଯବାନ ଶହୀଦ

ବିଜାପୁର,୧୫।୬: ଛତିଶଗଡ଼ ବିଜାପୁର ଜିଲାର ଅବୁଝମାଡ଼ ଜଙ୍ଗଲରେ ଶନିବାର ଏକ ବଡ଼ ଧରଣର ଏନ୍‌କାଉଣ୍ଟର ହୋଇଛି। ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳିବନିମୟ ଘଟିଛି।...

ଭାରତ ସରକାର କାହାକୁ ଦିଅନ୍ତି ଅଧିକ ଦରମା? ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ନା ରାଜ୍ୟପାଳ, ମୋଦିଙ୍କୁ ମିଳେ…

ଜାଣନ୍ତି କି ଭାରତ ସରକାର କେଉଁ ବ୍ୟକ୍ତିଙ୍କୁ ସର୍ବାଧିକ ଦରମା ପ୍ରଦାନ କରନ୍ତି? ସେ କେଉଁ ପଦବୀରେ ରହିଥାନ୍ତି ଏବଂ କେତେ ଟଙ୍କା ଦରମା ପାଆନ୍ତି।...

‘ହେଲୋ ଫର୍ମ ମେଲୋଦି ଟିମ୍‌’ ଭାଇରାଲ ହେଉଛି ମେଲୋନିଙ୍କ ସହ ମୋଦିଙ୍କ ଭିଡିଓ

ନୂଆଦିଲ୍ଲୀ,୧୫।୬: ଇଟାଲୀର ଆପୁଲିଆରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଶେଷ ହୋଇଛି। ହେଲେ ସମ୍ମିଳନୀର କିଛି ଏପରି ଦୃଶ୍ୟକୁ କେହି ନଜରଅନ୍ଦାଜ କରିପାରି ନାହାନ୍ତି। ଇଟାଲୀ...

ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି 

ପାଟନା,୧୫।୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ସକାଳେ ତାଙ୍କ ହାତରେ...

ବଦ୍ରିନାଥ ଯାଉଥିବା ବେଳେ ଅଳକାନନ୍ଦା ନଦୀକୁ ଖସିଲା ଟାଭେଲର୍‌; ୧୨ ତୀର୍ଥଯାତ୍ରୀଙ୍କ ମୃତ୍ୟୁ, ୮ ଗୁରୁତର

ଡେରାଡୁନ,୧୫।୬: ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରାଭେଲର୍‌ ଅଳକାନନ୍ଦା ନଦୀକୁ ଖସି ପଡ଼ିବା ଯୋଗୁ ୧୨ ଜଣଙ୍କ...

କର୍ମଚାରୀଙ୍କୁ ବଡ଼ ଝଟ୍‌କା, ଆଗୁଆ ଟଙ୍କା ଉଠାଣ ସୁବିଧା ବନ୍ଦ କଲା EPFO !

ନୂଆଦିଲ୍ଲୀ,୧୫।୬: ସମଗ୍ର ଦେଶରେ କରୋନା ମହାମାରୀ ସମୟରେ ଦିଆଯାଇଥିବା କୋଭିଡ୍‌ ଅଗ୍ରୀମ ଟଙ୍କା ଉଠାଇବା ସୁବିଧାକୁ ବର୍ତ୍ତମାନ ବନ୍ଦ କରିଛି ଇପିଏଫ୍‌ଓ। ଦେଶରେ ଏବେ କରୋନା...

ଛତିଶଗଡରେ ୮ ନକ୍ସଲଙ୍କୁ ଏନକାଉଣ୍ଟର, ଜଣେ ଯବାନ ସହିଦ

ମାଲକାନଗିରି,୧୫।୬( ଦୁର୍ଯ୍ୟୋଧନ ପାତ୍ର ): ଛତିଶଗଡ ନକ୍ସଲ ପ୍ରଭାବିତ ନାରାୟଣପୁର ଜିଲା ଜଙ୍ଗଲରେ ନକ୍ସଲ ଓ ସୁରକ୍ଷା ବଳ ମଧ୍ୟରେ ବଡ଼ ଏନକାଉଣ୍ଟର ହୋଇଛି। ଏହି...

ଓ୍ବାୟନାଡରୁ ନିର୍ବାଚନ ଲଢିବେ କି ପ୍ରିୟଙ୍କା? ଇସାରାରେ ଏମିତି କହିଲେ ରାହୁଲ

ନୂଆଦିଲ୍ଲୀ,୧୫।୬: ଲୋକ ସଭା ନିର୍ବାଚନରେ କଂଗ୍ରେସ ନିଜର ଆସନ ବୃଦ୍ଧି କରିଛି। ଏଥର ପୂର୍ବତନ କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ କେରଳର ଉଭୟ ୱାୟନାଡ ଲୋକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri