ମ୍ୟାକ୍ସ ପକ୍ଷରୁ ଲିଟିଲ ଆଇକନ୍‌ ୨୦୧୯

ଭୁବନେଶ୍ୱର,୨-୬: ପ୍ରମୁଖ ଫ୍ୟାଶନ ବ୍ରାଣ୍ଡ ମ୍ୟାକ୍ସ ଫ୍ୟାଶନ ପକ୍ଷରୁ ଲିଟିଲ ଆଇକନ୍‌ ୨୦୧୯ କାର୍ଯ୍ୟକ୍ରମ ସ୍ଥାନୀୟ ଏସ୍‌ପ୍ଲାନେଡ ଓ୍ବାନ ମଲଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ପରିସମାପ୍ତି ଘୋଷଣା ସହ ରଜ ଲୋଗୋକୁ ଉନ୍ମୋଚନ କରାଯାଇଛି। କାର୍ଯ୍ୟକ୍ରମ ଅବସରରେ ୩୦ ଜଣ ଏନ୍‌ଜିଓ ବାଳକଙ୍କ ଦ୍ୱାରା ମ୍ୟାକ୍ସ ଫେଷ୍ଟିଭ କଲେକ୍ସନର ବଜାର ପ୍ରବେଶ କରାଯାଇଛି। ମ୍ୟାକ୍ସ ଲିଟିଲ ଆଇକନର ଫିନାଲେରେ ଆଦ୍ୟାଶା ପି.ବେହେରା, ଦିଦ୍ୟାଶୀଂ ମିଶ୍ର ଏବଂ ହୃଷିକେଶ ପଟ୍ଟନାୟକ ଯଥାକ୍ରମେ ଗୀତ, ନାଚ ଏକ ଡ୍ରଇଁରେ ଟାଇଟଲ ବିଜୟୀ ହୋଇଥିଲେ। କଣ୍ଠଶୀଳ୍ପି ଜାଞ୍ଜସେନୀ, ଫାଇନ ଆର୍ଟସ କଳାକାର ନରୋତ୍ତମ ଦାଶ ଏବଂ କୋରିଓଗ୍ରାଫର ସ୍ବାଗତିକା ରଥ ବିଚାରକ ଭାବେ ରହିଥିଲେ। ଫ୍ୟାକ୍ସର ଏହି କାର୍ଯ୍ୟକ୍ରମ ପିଲାଙ୍କର ପ୍ରତିଭା ପ୍ରଦର୍ଶନର ଏକ ପ୍ଲାଟଫର୍ମ ବୋଲି ଏଭିପି ରାଜୀବ ମୁଖାର୍ଜୀ କହିଛନ୍ତି। ଏଭଳି କାର୍ଯ୍ୟକ୍ରମ ଶିଶୁଙ୍କ ଆତ୍ମବିଶ୍ୱାସ ଦୃଢ କରୁଥିବା ସ୍ବାଗତିକା ରଖ କହିଛନ୍ତି। ଏଥି ସହ ଫ୍ୟାକ୍ସ ରଜ ଅଫର ଆରମ୍ଭ କରିଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri