ମ୍ୟାଗି ପକୋଡା

ଆବଶ୍ୟକ ସାମଗ୍ରୀ: ନୁଡଲ୍ସ-୧୫୦ଗ୍ରାମ୍‌, ଲୁଣ ଅଧାଚାମଚ, ଲଙ୍କା ପାଉଡର ଦୁଇ ଚାମଚ, କର୍ନଫ୍ଲୋର-ଦୁଇ ଚାମଚ, ଚିଜ୍‌ କ୍ୟୁବ୍‌-ଅଧା କପ, ଶିମ୍‌ଲା ମିର୍ଚ୍ଚି-ଅଧାଚାମଚ, ରିଫାଇନ୍‌ଡ ଅଏଲ ଦୁଇ କପ, ପାଣି।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଶିମ୍‌ଲା ମିର୍ଚ୍ଚିକୁ ଭଲଭାବେ ଧୋଇ କାଟନ୍ତୁ। ଏହାପରେ ଏକ ପ୍ୟାନ୍‌ରେ ମ୍ୟାଗିକୁ ପାଣିରେ ପକାଇ ଫୁଟାନ୍ତୁ। ଯେତେବେଳେ ମ୍ୟାଗି ହୋଇଯିବ ସେତେବେଳେ ତାକୁ ପାଣିରୁ ଛାଣିଦିଅନ୍ତୁ। ଅନ୍ୟ ଏକ ପାତ୍ରରେ ଶିମ୍‌ଲା ମିର୍ଚ୍ଚି, ଚିଜ୍‌ କ୍ୟବ୍‌, ଲୁଣ, ଲଙ୍କା ପାଉଡର ଓ କର୍ନଫ୍ଲୋର ପକାଇ ଭଲଭାବେ ମିକ୍ସ କରନ୍ତୁ। ପୁଣି ସେଥିରେ ସିଝା ମ୍ୟାଗିକୁ ମିଶାଇ ଦିଅନ୍ତୁ। ପୁଣି ପ୍ୟାନ୍‌ରେ ତେଲ ଗରମ କରନ୍ତୁ। ମ୍ୟାଗି ମିଶ୍ରଣକୁ ଏବେ ପକୋଡା ଶେପ୍‌ କରି ଗୋଲଡେନ୍‌ ବ୍ରାଉନ୍‌ କଲର ହେବା ପର୍ଯ୍ୟନ୍ତ ଫ୍ରାଏ କରନ୍ତୁ। ପକୋଡା ହୋଇଗଲା ପରେ ତାକୁ ଟିସୁ ପେପରକୁ କାଢ଼ିଦିଅନ୍ତୁ। ଫଳରେ ଏହାଦ୍ୱାରା ଏକ୍ସଟ୍ରା ତେଲ ବାହାରିଯିବ। ଏବେ ଆପଣଙ୍କ ପକୋଡା ପ୍ରସ୍ତୁତ ହୋଇଗଲା। ଏହାକୁ ଆପଣ ଚା’ କିମ୍ବା ସସ୍‌ ସହିତ ଗରମ ଗରମ ସର୍ଭ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri