ମ୍ୟାଗି ପକୋଡା

ଆବଶ୍ୟକ ସାମଗ୍ରୀ: ନୁଡଲ୍ସ-୧୫୦ଗ୍ରାମ୍‌, ଲୁଣ ଅଧାଚାମଚ, ଲଙ୍କା ପାଉଡର ଦୁଇ ଚାମଚ, କର୍ନଫ୍ଲୋର-ଦୁଇ ଚାମଚ, ଚିଜ୍‌ କ୍ୟୁବ୍‌-ଅଧା କପ, ଶିମ୍‌ଲା ମିର୍ଚ୍ଚି-ଅଧାଚାମଚ, ରିଫାଇନ୍‌ଡ ଅଏଲ ଦୁଇ କପ, ପାଣି।
ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଶିମ୍‌ଲା ମିର୍ଚ୍ଚିକୁ ଭଲଭାବେ ଧୋଇ କାଟନ୍ତୁ। ଏହାପରେ ଏକ ପ୍ୟାନ୍‌ରେ ମ୍ୟାଗିକୁ ପାଣିରେ ପକାଇ ଫୁଟାନ୍ତୁ। ଯେତେବେଳେ ମ୍ୟାଗି ହୋଇଯିବ ସେତେବେଳେ ତାକୁ ପାଣିରୁ ଛାଣିଦିଅନ୍ତୁ। ଅନ୍ୟ ଏକ ପାତ୍ରରେ ଶିମ୍‌ଲା ମିର୍ଚ୍ଚି, ଚିଜ୍‌ କ୍ୟବ୍‌, ଲୁଣ, ଲଙ୍କା ପାଉଡର ଓ କର୍ନଫ୍ଲୋର ପକାଇ ଭଲଭାବେ ମିକ୍ସ କରନ୍ତୁ। ପୁଣି ସେଥିରେ ସିଝା ମ୍ୟାଗିକୁ ମିଶାଇ ଦିଅନ୍ତୁ। ପୁଣି ପ୍ୟାନ୍‌ରେ ତେଲ ଗରମ କରନ୍ତୁ। ମ୍ୟାଗି ମିଶ୍ରଣକୁ ଏବେ ପକୋଡା ଶେପ୍‌ କରି ଗୋଲଡେନ୍‌ ବ୍ରାଉନ୍‌ କଲର ହେବା ପର୍ଯ୍ୟନ୍ତ ଫ୍ରାଏ କରନ୍ତୁ। ପକୋଡା ହୋଇଗଲା ପରେ ତାକୁ ଟିସୁ ପେପରକୁ କାଢ଼ିଦିଅନ୍ତୁ। ଫଳରେ ଏହାଦ୍ୱାରା ଏକ୍ସଟ୍ରା ତେଲ ବାହାରିଯିବ। ଏବେ ଆପଣଙ୍କ ପକୋଡା ପ୍ରସ୍ତୁତ ହୋଇଗଲା। ଏହାକୁ ଆପଣ ଚା’ କିମ୍ବା ସସ୍‌ ସହିତ ଗରମ ଗରମ ସର୍ଭ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ଧର୍ମେନ୍ଦ୍ର ପ୍ରଧାନ ନିଜେ ଦୁଇଥର ଦେଇଥିଲେ ଇସ୍ତଫା ପ୍ରସ୍ତାବ? ହେଲେ ସରକାର…ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଥିବା ଧର୍ମେନ୍ଦ୍ର ପ୍ରଧାନ କଥିତ ଭାବରେ NEET ପେପର ଲିକ୍‌ ବିବାଦ ଏବଂ ଛାତ୍ରମାନଙ୍କ ପ୍ରତିବାଦ ସମୟରେ…

ନୂଆ ପିଢ଼ି, ନୂଆ ଆଭିମୁଖ୍ୟ: କୌଣସି ପଞ୍ଜିକୃତ ଦଳ ନାହିଁ, କୌଣସି ତୃଣମୂଳ ସ୍ତରର ଆଧାର ନାହିଁ, ତଥାପି ଏକାଠି ହେଲେ ଯୁବପିଢ଼ି, ଦୋହଲିଗଲା…

ନୂଆଦିଲ୍ଲୀ,୨୬।୭: ‘କକ୍ରୋଚ ଜନତା ପାର୍ଟି’ (CJP), ଯୁବପିଢ଼ିଙ୍କ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ‘କକ୍ରୋଚ’ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଥିବା ବିବାଦରୁ ଜନ୍ମିତ – ମାତ୍ର ୩୬ ଦିନର ଆନ୍ଦୋଳନ…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

Dharmendra Pradhan Resignation: ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀଙ୍କୁ କେତେ ମିଳେ ପେନସନ୍? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬ା୭:ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଚାପ ବଢ଼ିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଧର୍ମେନ୍ଦ୍ରଙ୍କ ଇସ୍ତଫା କକ୍‌ରୋଚ ଜନତା ପାର୍ଟି (ସିଜେପି)…

ବାର୍‌ହା ଆକ୍ରମଣରେ ଜଣଙ୍କ ଜୀବନ ଗଲା, ୧୦ରୁ ଅଧିକ ଆହତ

ଢେଙ୍କାନାଳ,୨୬ା୭(ରତନ ନାୟାର): ଢେଙ୍କାନାଳ ଜିଲା ଇନ୍ଦିପୁର ଗାଁରେ ବାର୍‌ହା ଆତଙ୍କ। ବାର୍‌ହା ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ମୃତକ ହେଲେ ଇନ୍ଦିପୁର…

ସମୁଦ୍ର ନୁହେଁ, ମରୁଭୂମିରୁ ମିଳିଲା ୫୦୦ ବର୍ଷ ପୁରୁଣା ଜାହାଜ; ଭିତରୁ ବାହାରିଲା କୋଟି କୋଟି ଟଙ୍କାର ଖଜଣା

ନୂଆଦିଲ୍ଲୀ,୨୬ା୭: କଳ୍ପନା କରନ୍ତୁ, ଯେଉଁଠି ଚାରିଆଡ଼େ କେବଳ ବାଲି ହିଁ ବାଲି, ସେଠାରେ ଅଚାନକ ଏକ ପୁରୁଣା ଜାହାଜ ମିଳିଗଲେ କେମିତି ଲାଗିବ? ଏପରି ହିଁ ଘଟିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri