Posted inଖେଳ

ମ୍ୟାଚ ଚାଲିଥିବାବେଳେ ପଡିଆରେ ପଶିଲା କୁକୁର, ଡରିଗଲେ ଖେଳାଳି

ଚେନ୍ନାଇ, ୧୫।୧୨: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚେନ୍ନାଇରେ ପ୍ରଥମ ଏକଦିବସୀୟ ମ୍ୟାଚ୍‌ ଖେଲାଯାଉଛି। ଏହି ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମେ ଟସ୍‌ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରୁଥିବା ବେଳେ ମ୍ୟାଚ୍‌ ମଝିରେ ପଡିଆକୁ ଏକ କୁକୁର ପଶିଆସିଥିଲା। ଏହାଦେଖି ଖେଳାଳିମାନେ ଡରିଯାଇଥିଲେ। ୨୬ ଓଭର ଚାଲିଥିବାବେଳେ ଅଚାନକ କୁକୁରଟି ପଡିଆ ଭିତରକୁ ପଶିଆସୁଥିବାବେଳେ ଉଭୟ ଦଳର ଖେଳାଳି ଏବଂ ଅମ୍ପାୟାର ଭୟଭୀତ ହୋଇଯାଇଥିଲେ। ଗ୍ରାଉଣ୍ଡ ଷ୍ଟାଫ୍‌ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ଖେଲାଳିମାନେ କୁକୁରକୁ ଯେତେବେ ଘଉଡାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ସେ ଯାଇ ନ ଥିଲା। ଫଳରେ ମ୍ୟାଚ୍‌ କିଛି ସମୟ ବାଧାପ୍ରାପ୍ତ ହୋଇଥିଲା। କିଛି ସମୟ ପରେ କୁକୁରଟି ନିଜ ମନକୁ ପଡିଆକୁ ବାହାରକୁ ଚାଲିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri