Posted inଖେଳ

ମ୍ୟାଚବେଳେ ଶୋଇ ପଡିଲେ ଶାସ୍ତ୍ରୀ

ରାଞ୍ଚି,୨୨।୧୦- ଦକ୍ଷିଣ ଆଫ୍ରକା ବିପକ୍ଷରେ ଭାରତ ସିରିଜ କ୍ଲିନ୍‌ ସୁଇପ୍‌ କରିବା ଏକ ପ୍ରକାର ନିଶ୍ଚିତ ହୋଇଛି। ତେବେ ମ୍ୟାଚ୍‌ ଚାଲିଥିବା ଅବସରରେ ହେଡ୍‌ କୋଚ ରବି ଶସ୍ତ୍ରୀ ପ୍ୟାଭିଲିୟନରେ ଶୋଇ ପଡିଥିବାର ଦେଖାଯାଇଥିଲା। ତୃତୀୟ ଦିବସରେ ଏଭଳି ଅଭାବନୀୟ ଘଟଣା ଘଟିଥିଲା ଓ ଏହା ଟିଭିରେ ଦେଖିବାକୁ ମିଳିଥିଲା। ଟୁଇଟର ଓ ଅନ୍ୟ ସୋସିଆଲ ମିଡିଆରେ ଏ ନେଇ ସେ ଜବରଦସ୍ତ ଟ୍ରୋଲର ଶିକାର ହୋଇଛନ୍ତି। ହେଡ୍‌ କୋଚ୍‌ ହିସାବରେ ସେ ବର୍ଷକୁ ୧୦ କୋଟି ଟଙ୍କା ଆୟ କରୁଛନ୍ତି। ଏହା ସତ୍ତ୍ୱେ ମ୍ୟାଚ୍‌ ବେଳେ ସେ ଶୋଇବା ଅନେକଙ୍କର ହଜମ ହୋଇନାହିଁ। ଟୁଇଟରରେ ଏ ନେଇ ପ୍ରଶଂସକମାନେ ବିଭିନ୍ନ ମତ ପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?