Posted inଜାତୀୟ

ମ୍ୟାଜିକ୍‌ ନମ୍ବରକୁ ଏକାକୀ ଟପିଲା ଭାଜପା

ନୂଆଦିଲ୍ଲୀ, ୨୪।୫: ଦେଶ ସାରା ଭାଜପା କ୍ୟାମ୍ପରେ ଏବେ ଖୁସିର ଲହରି, ଉତ୍ସବର ପରିବେଶ। ଦ୍ୱିତୀୟ ଥର ଲାଗି ଜନମତକୁ ନିଜ ସପକ୍ଷରେ ନେବାକୁ ସଫଳ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିର୍ବାଚନ ଫଳାଫଳ ଆସିବା ପରେ ଭାଚପା ଏଥର ମ୍ୟାଜିକ୍‌ ନମ୍ବର ୨୭୨କୁ ଟପିଯାଇଛି। ଗତଥର ଅପେକ୍ଷା ଅଧିକ ୬ଟି ଆସନ ଜିତିଛି ଭାଜପା। କଂଗ୍ରେସ ଫଳାଫଳ ନିରାଶାଜନକ ଥିଲେ ମଧ୍ୟ ଗତଥର ଅପେକ୍ଷା ଅଧିକ ୬ ଆସନ ସହ ୫୦ଟି ଆସନ ହାସଲ କରିଛି। ସୂଚନାଯୋଗ୍ୟ, ଲୋକସଭାରେ ମୋଟ ୫୪୫ ଆସନ ମଧ୍ୟରୁ ଭୋଟ ହୋଇଥିବା ୫୪୨ ସିଟ ଲାଗି ମ୍ୟାଜିକ ନମ୍ବର ରହିଛି ୨୭୨।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ଅନେକ ମେରୁ

ଯେତେବେଳେ ସାଧାରଣ ନାଗରିକ କୌଣସି ଯୁଦ୍ଧରେ ଏକତ୍ରିତ ହୋଇ ଲାଗିପଡ଼ନ୍ତି, ସେହି ଯୁଦ୍ଧ ସମ୍ପୂର୍ଣ୍ଣ ଭିନ୍ନ ରୂପ ନେଇଥାଏ। ତାହା ନାଗରିକଙ୍କ ଯୁଦ୍ଧ ପାଲଟିଯାଇଥାଏ; ଯେତେବେଳେ ନେତୃତ୍ୱ…

‘ଠିକ ରାତି ୮ଟା…’, ଟ୍ରମ୍ପ ସ୍ଥିର କଲେ ସମୟ କେତେବେଳେ ଇରାନ ଉପରେ କରିବେ ସବୁଠାରୁ ବଡ଼ ଆକ୍ରମଣ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦ ଆହୁରି ତୀବ୍ର ହେବାରେ ଲାଗିଛି। ହର୍ମୁଜ ପ୍ରଣାଳୀକୁ ନେଇ ୱାଶିଂଟନ ଏବଂ ତେହରାନ ମଧ୍ୟରେ ଅଚଳାବସ୍ଥା…

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

ଝିଅ ଡିଭର୍ସରେ ଖୁସିରେ ବିଭୋର ବାପା, ନାଚଗୀତରେ ଝୁମିଲେ ପୂରା ପରିବାର, ଭିଡିଓ ଦେଖିଲେ…

ମିରଟ,୬ା୪: ଜଣେ ଝିଅ ତାଙ୍କ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇ ବାପଘରକୁ ଫେରିଆସିଲେ ସାଧାରଣ ଭାବେ ଦୁଃଖଦ ପରିବେଶ ସୃଷ୍ଟି ହୋଇଥାଏ। ତେବେ ଉତ୍ତରପ୍ରଦେଶର ମିରଟରେ ଛାଡ଼ପତ୍ର ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri