ଠାକୁରମୁଣ୍ଡା,୮ା୧୧(ଡି.ଏନ୍.ଏ.): କରଞ୍ଜିଆ ଷ୍ଟେଟ ବ୍ୟାଙ୍କରୁ ଟଙ୍କା ଉଠାଇ ଏକ ଦୋକାନରେ ଜୋତା ପଲିସ କରୁଥିବା ବେଳେ ଗୁରବାର ଜଣେ ଯନ୍ତ୍ରୀଙ୍କ ୫୦ ହଜାର ଟଙ୍କା ଥିବା ବ୍ୟାଗ ଲୁଟ ହୋଇଥିବା ଅଭିଯୋଗ ହୋଇଛି। କରଞ୍ଜିଆ ଥାନା ପୋଲିସ ଏହି ଘଟଣାରେ ସନ୍ଦେହରେ ଜଣକୁ ଅଟକ ରଖି ପଚରାଉଚରା କରୁଛି ।
କରଞ୍ଜିଆରେ ରହୁଥିବା ରାଇରଙ୍ଗପୁର ଉପଖଣ୍ଡ ଜାମଦା ବ୍ଲକର କନିଷ୍ଠ ଯନ୍ତ୍ରୀ ଯଦୁମଣି ନାୟକ ମଧ୍ୟାହ୍ନ୧୨ଟା ସମୟରେ ବ୍ୟାଙ୍କରୁ ଟଙ୍କା ଉଠାଇ ଏକ ପ୍ଲାଷ୍ଟିକ ବ୍ୟାଗରେ ରଖି କରଞ୍ଜିଆ ବଜାରରେ ଥିବା ଏକ ଦୋକାନରେ ଜୋତା ପଲିସ କରୁଥିବା ବେଳେ ତାଙ୍କ ଅନ୍ୟମନସ୍କତାର ସୁଯୋଗ ନେଇ କେହି ଦୁର୍ବୃତ୍ତ ତାଙ୍କ ଟଙ୍କା ବ୍ୟାଗକୁ ନେଇଯାଇଥିଲେ। ବ୍ୟାଗରେ ତାଙ୍କ ବ୍ୟାଙ୍କର ପାଶ ବହି ଓ ଅନ୍ୟାନ୍ୟ କାଗଜପତ୍ର ଥିଲା।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ
କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍ଏଚ୍-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ…
ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…
ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…
ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ
କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…
ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…
ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…
ରେଳ ଲାଇନ୍ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…
ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…
ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…
ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍. ଉଦୟଗିରି ଥାନା…
ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…
ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍। ମଙ୍ଗଳବାର ଅପରାହ୍ନ ପ୍ରାୟ…
ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’
ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…
Archives

