ହିଞ୍ଜିଳିକାଟୁ,୯ା୧୧(ଡି.ଏନ.ଏ) -ପାକିସ୍ତାନୀ ଗୁପ୍ତଚର ମହିଳା ଏଜେଣ୍ଟଙ୍କ ହନି ଟ୍ରାପରେ ଫସି ଦେଶର ଗୁରୁତ୍ୱପୁର୍ଣ୍ଣ ଖବର ପ୍ରଦାନ କରିଥିବା ଅଭିଯୋଗରେ ରାଜସ୍ଥାନ ପୋଲିସ ହିିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ା ଗ୍ରାମର ବିଚିତ୍ର ବେହେରାଙ୍କୁ ଗିରଫ କରିଥିଲା। ଶୁକ୍ରବାର ଖବର ପ୍ରସାରଣ ବେଳେ କେତେକ ବୈଦୁ୍ୟୁତିକ ଗଣମାଧ୍ୟମ ଅନ୍ୟ ଜଣେ ନାବାଳକଙ୍କ ଫେସ୍ବୁକରେ ଏଡିଟିଂ ହୋଇଥିବା ଫଟୋକୁ ପ୍ରସାରଣ କରିଥିଲେ। ଏ ନେଇ ଉକ୍ତ ନାବାଳକଙ୍କ ବାପା ଶୁକ୍ରବାର ସନ୍ଧ୍ୟାରେ ଭୁଲ ଫଟୋ ପ୍ରସାରଣ କରିଥିବା ଏକ ବୈଦ୍ୟୁତିକ ଗଣମାଧ୍ୟମ ନଁ।ରେ ଅଭିଯୋଗ କରିଛନ୍ତି। ଏତଲାକୁ ଭିତ୍ତି କରି ହିଞ୍ଜିଳି ପୋଲିସ ନଂ. ୩୧୬/୧୯ରେ ମାମଲା ରୁଜୁ କରିଛି। ଆସିକା ଏମ୍ପିଙ୍କ ବ୍ୟକ୍ତିଗତ ସହାୟକ ନୀଳମଣି ପଟ୍ଟନାୟକ, ପୂର୍ବତନ ପୌର ଉପାଧ୍ୟକ୍ଷ ସୁବାସ ପଲେଇଙ୍କ ସମେତ ଗ୍ରାମବାସୀ ଥାନାରେ ଉପସ୍ଥିତ ଥିଲେ।
ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…
ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…
ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…
ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…
ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ
ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…
ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ
ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…
କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ
ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…
ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ
ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ…
ଜାତୀୟ ରାଜପଥରେ ପିକ୍ଅପ୍ ଭ୍ୟାନ୍ ଅଟକାଇ ଲୁଟ୍ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…
ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍ଅପ୍ ଭ୍ୟାନ୍…
ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…
ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…
Archives

