Posted inଜାତୀୟ

ଯବାନଙ୍କ ସହ ଦୀପାବଳି ପାଳିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୀପାବଳି ପୂର୍ବରୁ କେଦାରନାଥ ଏବଂ ବଦ୍ରିନାଥ ଗସ୍ତ କରିବେ। ସର୍ବପ୍ରଥମେ, ଅକ୍ଟୋବର ୨୨ରେ, ପ୍ରଧାନମନ୍ତ୍ରୀ କେଦାରନାଥ ଧାମରେ ପ୍ରାର୍ଥନା କରିବେ ଏବଂ ଏହା ପରେ ଅକ୍ଟୋବର ୨୨ ସାରେ ସେ ବଦ୍ରିନାଥ ଧାମରେ ପହଞ୍ଚିବେ। ସୂତ୍ରରୁ ପ୍ରକାଶ ଯେ, ସୀମାନ୍ତରେ ପୋଷ୍ଟ କରାଯାଇଥିବା ସୈନିକମାନଙ୍କ ସହ ପ୍ରଧାନମନ୍ତ୍ରୀ ଦୀପାବଳି ପାଳନ କରିବେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ୨୦୧୪ରେ କ୍ଷମତା ଗ୍ରହଣ କରିଥିଲେ ଏବଂ ସେବେଠାରୁ ସେ ସେନାର ବିଭିନ୍ନ ପୋଷ୍ଟ ପରିଦର୍ଶନ କରି ଦୀପାବଳି ପାଳନ କରୁଥିବା ଦେଖିବାକୁ ମିଳେ। ୨୦୧୬ରେ ମୋଦି ହିମାଚଳ ପ୍ରଦେଶର ଚାଙ୍ଗୋ ଗ୍ରାମରେ ଦୀପାବଳି ପାଳନ କରିଥିଲେ। ୨୦୧୭ରେ ପ୍ରଧାନମନ୍ତ୍ରୀ ଦୀପାବଳି ପାଳନ କରିବା ପାଇଁ ଜମ୍ମୁ କଶ୍ମୀରର ଗୁରେଜ ଉପତ୍ୟକାରେ ପହଞ୍ଚିଥିଲେ। ୨୦୧୮ରେ ଦୀପାବଳି ପାଳନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶର ହାର୍ସିଲରେ ପହଞ୍ଚିଥିଲେ। ୨୦୧୯ରେ, ମୋଦି ଜାମ୍ମୁ କାଶ୍ମୀରର ରାଜୌରୀରେ ପହଞ୍ଚିଥିଲେ।
୨୦୨୦ରେ ରାଜସ୍ଥାନର ଲଙ୍ଗୱାଲା ପୋଷ୍ଟ ସୈନିକମାନଙ୍କ ପାଇଁ ଦୀପାବଳି ପାଳିଥିଲେ। ୨୦୨୧ରେ, ପ୍ରଧାନମନ୍ତ୍ରୀ ମୋଦି ନୌଶରାରେ ଦୀପାବଳି ପାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri