ଯାଜପୁର ଗ୍ରାମକୁ ୭୨ ଘଣ୍ଟା ଶଟ୍‌ଡାଉନ ଘୋଷଣା: ସମ୍ପୂର୍ଣ୍ଣ ଗ୍ରାମକୁ କରାଗଲା ବିଶୋଧନ

ନିରାକରପୁର,୭ା୬(ଡି.ଏନ.ଏ.): ଖୋର୍ଦ୍ଧା ଉପଖଣ୍ଡ ଲେଣ୍ଡୋ ପଞ୍ଚାୟତ ଅଧୀନ ଯାଜପୁର ଗ୍ରାମରେ ଏବେସୁଦ୍ଧା ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲା ପ୍ରଶାସନ ପକ୍ଷରୁ ଉକ୍ତ ଗ୍ରାମକୁ ରବିବାର ୭୨ ଘଣ୍ଟା ପାଇଁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଟାଙ୍ଗୀ ଦମକଳ ବାହିନୀ ପକ୍ଷରୁ ସମ୍ପୂର୍ଣ୍ଣ ଗ୍ରାମକୁ ବିଶୋଧନ କରାଯାଇଛି। ଟାଙ୍ଗୀ ଓ ନିରାକାରପୁର ଅଞ୍ଚଳ ସ୍ବାସ୍ଥ୍ୟକର୍ମୀମାନେ ଆକ୍ରାନ୍ତଙ୍କ ପରିବାର ସମେତ ଗ୍ରାମବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଛନ୍ତି। ଗ୍ରାମ ମୁଖ୍ୟ ରାସ୍ତାକୁ ସିଲ୍‌ କରି ଦିଆଯିବାରୁ ଏହା ଉପରେ ନିର୍ଭର କରୁଥିବା ଅନ୍ୟ ଗ୍ରାମବାସୀଙ୍କ ଗମନାଗମନରେ ବାଧା ସୃଷ୍ଟି ହୋଇଛି। ୭୨ଘଣ୍ଟା ପରେ ଶଟ୍‌ଡାଉନ ହଟାଯିବ ବୋଲି ଟାଙ୍ଗି ବିଡିଓ ଅକ୍ଷୟ କୁମାର ରାଉତ ସୂଚନା ଦେଇଛନ୍ତି। ଏଭଳି ପରିସ୍ଥିତିକୁ ନେଇ କେହି ଭୟଭୀତ ନ ହେବା ପାଇଁ ବିଡିଓ ରାଉତ ଲୋକଙ୍କୁ ନିବେଦନ କରିଛନ୍ତି।
ସୂଚନାଯୋଗ୍ୟ, ଚିହ୍ନଟ ଦ୍ୱୟ ଦାଦିପୁତୁରା। ଉୟ ସୁରଟ ଓ ମହାରାଷ୍ଟ୍ରରୁ ଫେରିଥିଲେ। ସେମାନଙ୍କ ମଧ୍ୟରୁ କିଛିଦିନ ତଳେ ଦାଦାଙ୍କ କରୋନା ପଜିଟିଭ ଚିହ୍ନଟ ହୋଇଥିଲା। ରବିବାର ପୁତୁରାଙ୍କ ପିଜିଟିଭ ଚିହ୍ନଟ ହୋଇଛି। ଉଭୟ କ୍ୱାରାଣ୍ଟାଇନ ଓ ହୋମ୍‌ କ୍ୱାରାଣ୍ଟାଇନ ସାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ଭଡ଼ାଘରେ ଚାଲିଥିଲା ଦେହ ବେପାର: କିଙ୍ଗ୍‌ପିନ୍‌ ସମେତ ୩ ଦେହଜୀବୀ-ଗ୍ରାହକଙ୍କୁ ଧରିଲା ପୋଲିସ

ଖୋର୍ଦ୍ଧା,୧୨ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିକାଶ ନଗରରେ ସେକ୍ସ ରାକେଟ ଠାବ ହୋଇଛି। ଏକ ଭଡ଼ାଘରେ ଚାଲିଥିଲା ଦେହ ବେପାର। ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଓ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri