ଯାଜପୁର ସଂସଦୀୟ କ୍ଷେତ୍ର: ୯ ବୁଥ୍‌ରେ ହେଉଛି ସାନି ମତଦାନ, ଭୋଟକେନ୍ଦ୍ରରେ ମତଦାତାଙ୍କ ଭିଡ଼

ଯାଜପୁର ଅଫିସ,୧୯।୫-ଯାଜପୁର ସଂସଦୀୟ କ୍ଷେତ୍ରର ୯ ଟି ବୁଥ୍‌ରେ ରବିବାର ସାନି ମତଦାନ ଚାଲିଛି। ଏଥିରେ ମୋଟ ୯୯୩୧ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ। ବିଞ୍ଝାରପୁର ବିଧାନସଭା ଆସନର ୧୩୫ ଓ ୧୯୧ ନଂ ବୁଥ୍‌, ବରୀର ୮୨, ୧୫୮, ୧୬୨, ୧୬୩ ଓ ୧୯୪, ଧର୍ମଶାଳାର ୧୪୮ ଏବଂ ସୁକିନ୍ଦା ବିଧାନସଭା ଆସନର ୧୯୬ ନଂ ବୁଥ୍‌ରେ ସାନି ମତଦାନ ହେଉଛି। ପୋଲିସ ପ୍ରଶାସନ ପକ୍ଷରୁ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସକାଳ ୭ଟାରୁ ସମସ୍ତ ବୁଥ୍‌ରେ ମତଦାନ ଆରମ୍ଭ ହୋଇଥିବାବେଳେ ଏହା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ…

ଇରାନର ସର୍ତ୍ତ ପୂରଣ ହେଲେ ହର୍ମୁଜ ପ୍ରଣାଳୀରୁ ବାହାରିବ ଜହାଜ, ନୂଆ ସର୍ତ୍ତକୁ ନେଇ ଚିନ୍ତାରେ ପଡିଲାଣି ସାରା ବିଶ୍ୱ

ତେହରାନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀକୁ ବାଣିଜ୍ୟିକ ଜାହାଜ ପାଇଁ ପୁନଃ…

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri