ଯାଜପୁରର ୨ ନୂଆ ଆକ୍ରାନ୍ତ କୋଲକାତା ଫେରନ୍ତା: ସମସ୍ତେ ବରୀ ବ୍ଲକ ଅଞ୍ଚଳର, ଲକ୍ଷଣ ନ ଥିଲା

ଭୁବନେଶ୍ୱର (ବ୍ୟୁରୋ)/ ବରି(ସ୍ବ.ପ୍ର.)/ରତ୍ନଗିରି(ଡି.ଏନ୍‌.ଏ.), ୨।୫: ଯାଜପୁରରେ ଚିହ୍ନଟ ହୋଇଥିବା ୨ ନୂଆ ଆକ୍ରାନ୍ତଙ୍କ ବିଷୟରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ପଜିଟିଭ୍‌ ବରୀ ବ୍ଲକ ଅଞ୍ଚଳର ୪୮ ଏବଂ ୫୫ ବର୍ଷୀୟ ପୁରୁଷ। ସେମାନେ କୋଲକାତାରୁ ଫେରି କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ଲକ୍ଷଣ ନ ଥିଲେ ହେଁ ସେମାନଙ୍କ ନମୂନା ସଂଗ୍ରହ କରାଯାଇଥିଲା। ଏହା ଶନିବାର ପଜିଟିଭ୍‌ ଆସିଛି। ଆକ୍ରାନ୍ତଙ୍କ କଣ୍ଟ୍ରାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ପ୍ରକାଶ ଯେ, ଶନିବାର ସକାଳେ ଯାଜପୁର ଜିଲାରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ପୁଣି ଅପରାହ୍ନରେ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାପରେ ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୧୫୬ରେ ପହଞ୍ଚିଛି। ଅପରପକ୍ଷେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଥିବା ବେଳେ ବରୀରେ ମୋଟ ୩ଜଣ ପଜିଟିଭ୍‌ ବାହାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri