ଯାଜପୁରରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ତତ୍ପର

ଯାଜପୁର ଟାଉନ,୪।୪: (ଡି.ଏନ.ଏ)- ଯାଜପୁର ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ତତ୍ପର ହୋଇ ଉଠିଛି ଜିଲ୍ଲା ପ୍ରଶାସନ। ଶୁକ୍ରବାର ରାତିରୁ ବ୍ରହ୍ମବରଦା ଅଞ୍ଚଳକୁ ସଟ ଡାଉନ ଘୋଷଣା କରିବା ସହ ସମ୍ପୃକ୍ତ ଅଞ୍ଚଳକୁ ନଜରବନ୍ଦୀରେ ରଖାଯାଇଛି । ଉକ୍ତ ଅଞ୍ଚଳରେ କେବଳ ଔଷଧ ଦୋକାନ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି। ସୂଚନା ଅନୁସାରେ ଦିଲ୍ଲୀ ନିଜାମୁଦିନ ଧାର୍ମିକ ସମିଳନୀକୁ ଓଡିଶାରୁ ଯାଇଥିବା ଯାଜପୁରର ୩ ଜଣଙ୍କ ମଧ୍ୟରୁ ବ୍ରହ୍ମବରଦା ଅଞ୍ଚଳରୁ ଜଣେ କରୋନା ଆକ୍ରାନ୍ତ ଅଛନ୍ତି । ଅନ୍ୟ ଦୁଇ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଥିବା ଜଣା ଯାଇଛି।ବ୍ରହ୍ମବରଦା ଅଞ୍ଚଳକୁ ସାନିଟାଇଜ କରାଯାଉଛି। ସ୍ଥାନୀୟ ବିଧାୟକଙ୍କ ସହ ଜିଲ୍ଲା ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଏହାପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ଜିଲ୍ଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri