ଯାଜପୁରରେ ସୁସ୍ଥ ହେଲେ ୮

ଯାଜପୁର ଅଫିସ,୨୨।୫-ଯାଜପୁର ଜିଲାରେ ଶୁକ୍ରବାର ୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ରସୁଲପୁର ବ୍ଲକର ମଙ୍ଗଳରାଜପୁର ଗ୍ରାମର ୪୨ ବର୍ଷୀୟ ବ୍ୟକ୍ତି ଥିବା ବେଳେ ସଦାନନ୍ଦପୁରର ୫୨ ବର୍ଷୀୟ ବ୍ୟକ୍ତି, ଦେଉଳୀ ଗ୍ରାମର ୫୩ ବର୍ଷୀୟ ବ୍ୟକ୍ତି, ବରୀ ବ୍ଲକ ମିର୍ଜାପୁର ୪୩ ବର୍ଷୀୟ ବ୍ୟକ୍ତି ଓ ୧୨ ବର୍ଷୀୟା ବାଳିକା ରହିଛନ୍ତି। ସେହିପରି ବିଞ୍ଝାରପୁର ଉଡ୍ରାଙ୍ଗ ଗ୍ରାମର ୫୧ ବର୍ଷୀୟ ଓ ୩୧ବର୍ଷୀୟ ପୁରୁଷ ଏବଂ ଯାଜପୁର ପୌରାଞ୍ଚଳ ହାବେଳୀ ବଜାରର ୫୨ ବର୍ଷୀୟ ପୁରୁଷ (ସ୍ବାସ୍ଥ୍ୟକର୍ମୀ) ସୁସ୍ଥ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଅର ମାଡ଼ରେ ଚାଲିଗଲା ଭାଉଜଙ୍କ ଜୀବନ: ପାରିବାରିକ କଳହ ସାଜିଲା କାଳ

ଧର୍ମଶାଳା, ୩।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ସାରୋଇ ଗ୍ରାମରେ ଦିଅର ମାଡ଼ରେ ତାଙ୍କ ଭାଉଜଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ପାରିବାରିକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

ଏହି ୨ ଗୋଟି ସ୍ଥାନରେ ରାସ୍ତାର ନବୀକରଣ, ପ୍ରଶସ୍ତିକରଣ ପାଇଁ ଶିଳାନ୍ୟାଶ କଲେ ବିଧାୟକ ହିମାଂଶୁ ଶେଖର, ୪ କୋଟି ଟଙ୍କା ବ୍ୟୟ ଅଟକଳରେ…

ଧର୍ମଶାଳା,୨୬।୫(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ରାସ୍ତା ଉନ୍ନତିକରଣ ଓ ପ୍ରଶସ୍ତିକରଣ ପାଇଁ ଧର୍ମଶାଳା ବିଧାୟକଙ୍କ ମାରାଥନ ଶିଳାନ୍ୟାଶ ଜାରିରହିଛି ।…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି

ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ନିଲାମ ଆରମ୍ଭ ହେବା ପୂର୍ବରୁ ନିଲାମ ବାତିଲ:ଲୋକଙ୍କ ମଧ୍ୟରେ ଅସନ୍ତୋଷ ସହ ବଢିଲା ସନ୍ଦେହ

ଧର୍ମଶାଳା,୨୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ବଡ଼ କାଏମା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନିଲାମ ପ୍ରକ୍ରିୟା ଆରମ୍ଭ ହେବା କିଛି ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri