ଯାତ୍ରା ଜଗତରେ ହଇଚଇ, ବ୍ୟାନ୍‌ ପରେ ମୁହଁ ଖୋଲିଲେ ନରି, କହିଲେ ନ୍ୟାୟ ନ ମିଳିଲେ ପାଉଡର ଲଗେଇବିନି

ଭୁବନେଶ୍ୱର,୪।୪: ଯାତ୍ରା ଜଗତରେ ହଇଚଇ, ବ୍ୟାନ୍‌ ପରେ ମୁହଁ ଖୋଲିଲେ ହାସ୍ୟ ଅଭିନେତା ନରି ପଣ୍ଡା। ସେ କହିଛନ୍ତି, ନ୍ୟାୟ ନ ପାଇବା ପର୍ଯ୍ୟନ୍ତ ସଂଗ୍ରାମ ଜାରି ରହିବ ନ୍ୟାୟ ନ ପାଇବା ଯାଏଁ ପାଉଡର୍‌ ଲଗାଇବି ନାହିଁ ବୋଲି ମଧ୍ୟ କହିଛନ୍ତି। କଳାକାର ସଂଘ ମୋ ସହ ଅଛି, ଆଗକୁ କଣ ହେବ ଅପେକ୍ଷା କରନ୍ତୁ।

ଯାତ୍ରା ତୁଳସୀ ମାଲିକ ଓ ନରି ପଣ୍ଡାଙ୍କ ଭିତରେ ହୋଇଥିଲା ବିବାଦ ଏବେ ନୂଆ ମୋଡ଼ ନେଇଛି। ହାସ୍ୟ ଅଭିନେତା ନରିଙ୍କୁ ଯାତ୍ରା ପାର୍ଟିରୁ ବ୍ୟାନ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପମୁଖ୍ୟମନ୍ତ୍ରୀଙ୍କ ମୃତ୍ୟୁକୁ ବିଶ୍ୱାସ କରିପାରୁନାହାନ୍ତି ମୁଖ୍ୟମନ୍ତ୍ରୀ: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୮।୧: ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ…

ବନ୍ଦ ପ୍ରଭାବ: ଜାତୀୟ ରାଜପଥ ଅବରୋଧ, ଯାନବାହାନ ଅଚଳାବସ୍ଥା

କେସିଙ୍ଗା,୨୮।୧(ତୁମେଶ୍ୱର ସାହୁ): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର…

ଜାତୀୟ ରାଜପଥ ଅବରୋଧ କଲା ନବ ନିର୍ମାଣ କୃଷ ସଂଗଠନ

ପାଟଣା,୨୮ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲାପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ନିହ୍ନୁଆ ଛକ ନିକଟରେ ବୁଧବାର ନବ ନିର୍ମାଣ କୃଷକ…

ଓଡ଼ିଶା ବନ୍ଦର ପ୍ରଭାବ: କଳାହାଣ୍ଡିରେ ଅଧା ଖୋଲା ଅଧା ବନ୍ଦ

ଭବାନୀପାଟଣା,୨୮।୧(ଉତ୍ତମ କୁମାର ଦାଶ): ଧାନ ମଣ୍ଡିରେ ଅବ୍ୟବସ୍ଥା , ପ୍ରଦୂଷଣ ନାଁରେ ସାଧାରଣ ବ୍ୟକ୍ତିଙ୍କ ଠାରୁ ଫାଇନ ଆଦାୟ, ଟାଟା ପାୱାରର ସ୍ମାର୍ଟ ମିଟର ନାଁରେ ଶୋଷଣ…

ବଂଶଧାରା ମହୋତ୍ସବରେ ଚାଲିଛି ଜୁଆଖେଳ, ଭିଡିଓ ସାମ୍ନାକୁ ଆସିବା ପରେ…

ଗୁଣପୁର,୨୮ା୧(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁରରେ ଆୟୋଜିତ ବଂଶଧାରା ବସନ୍ତ ମହୋତ୍ସବ ପରିସରରେ ଜୁଆଖେଳ ଚାଲିଥିବା ନେଇ ଗୁରୁତର ଅଭିଯୋଗ ହୋଇଛି। ଖାଲି ଏତିକି ନୁହେଁ, ସାମ୍ନାକୁ…

ବନ୍ଦ ଡାକରା ଭିତରେ ଅଫିସରେ କାମ କରୁଥିଲେ ଅତିରିକ୍ତ ଜିଲାପାଳ, ପହଞ୍ଚିଗଲେ ଚାଷୀ ନେତା, ତା’ପରେ…

ବଲାଙ୍ଗୀର ୨୮।୧ (ସୁନିଲ କୁମାର ମହାନ୍ତି): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ…

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, କହିଲେ ଅଜିତ ଜୀଙ୍କ…

ଭୁବନେଶ୍ୱର,୨୮ା୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଏକ୍ସରେ ଶୋକ…

୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ: ଦୋକାନ ବଜାର ସବୁ ଠପ୍‌, କଂଗ୍ରେସ କଲା ସମର୍ଥନ

ବଲାଙ୍ଗୀର ୨୮।୧ (ସୁନିଲ କୁମାର ମହାନ୍ତି): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri