ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ଆହତଙ୍କ ସଂଖ୍ୟା ୨୫କୁ ବୃଦ୍ଧି

ପାପଡ଼ାହାଣ୍ଡି,୧୫।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୃଗବିହାର ନିକଟରେ ଶନିବାର ଏକ ଘରୋଇ ବସ୍‌ ଦୁର୍ଘଟଣା ଘଟି ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ବର୍ତ୍ତମାନ ସୁଦ୍ଧା ଆହତଙ୍କ ସଂଖ୍ୟା୨୫କୁ ବୃଦ୍ଧି ପାଇଛି। ତେବେ ସେଥିମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ପାପଡ଼ାହାଣ୍ଡି ଚିକିତ୍ସାଳୟରୁ ନବରଙ୍ଗପୁର ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ପୋକ୍‌ଲିନ ସାହାଯ୍ୟରେ ବସଟିକୁ ଉଠାଯାଇଥିବା ବେଳେ ଗୋଟିଏ ଗାଈ ଓ ବାଛୁରୀର ମୃତଦେହ ମିଳିଛି ।
ସୂଚନାଯୋଗ୍ୟ, ବସ୍‌ ଜଗା କାଳିଆ (ଓଡି-୧୦ସି-୧୧୧୪ ) ଜୟପୁରରୁ ପାପଡାହାଣ୍ଡି ଯାଉଥିବା ସମୟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଖବର ପାଇ ଅଗ୍ନିଶମ ବିଭାଗ ଓ ପୋଲିସ ପହଞ୍ଚି ଉଦ୍ଧାର ଓ ତଦନ୍ତ କାର୍ଯ୍ୟ ଜାରି ରଖିଛନ୍ତି। ବସ ସାମ୍ନାକୁ ଗୋରୁ ଚାଲିଆସିବାରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରୋନ୍‌ ଯୋଗେ ପାକ୍‌ ଏଜେଣ୍ଟଙ୍କ ପାଖକୁ ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦ା୫: ପାକିସ୍ତାନ ସହ ସମ୍ପୃକ୍ତ ଥିବା ଆତଙ୍କବାଦୀ ଷଡ଼ଯନ୍ତ୍ର ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶୁକ୍ରବାର ୪ ରାଜ୍ୟର ୧୨ଟି ସ୍ଥାନରେ ଚଢ଼ାଉ କରିଛି। ଭାରତର…

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ…

ପ୍ରଧାନମନ୍ତ୍ରୀ ଏନ୍‌ଇଇଟି ପୁନଃ ପରୀକ୍ଷା ତଦାରଖ କରୁଛନ୍ତି

ନୂଆଦିଲ୍ଲୀ,୩୦ା୫: ଡାକ୍ତରୀ ଶିକ୍ଷା ଲାଗି ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜିରେ ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ସୁପ୍ରିମକୋର୍ଟ ଉତ୍ତରଦାୟିତ୍ୱ ଉପରେ ଗୁରୁତ୍ୱ ଦେଇଛନ୍ତି। ବାସ୍ତବ ଉତ୍ତରଦାୟିତ୍ୱ ନିର୍ଦ୍ଧାରଣ ନ ହେବା…

ଆଜିଠୁ ଓଡ଼ିଶାରେ ଏସ୍‌ଆଇଆର୍‌: ସାମାନ୍ୟ ତ୍ରୁଟି ଥିଲେ…

ଭୁବନେଶ୍ୱର,୩୦।୫ (ସୁନିତ୍‌ ମିଶ୍ର): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁଯାୟୀ ରାଜ୍ୟରେ ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌)-୨୦୨୬ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ଜୁନ୍‌ ୨୮ ପର୍ଯ୍ୟନ୍ତ ବିଏଲ୍‌ଓମାନେ ଘରକୁ ଘର…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି ।…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri