ଯାହାକୁ ଦେଖୁଛି ଗୋଡ଼ାଇ ଗୋଡାଇ କାମୁଡ଼ୁଛି

କୁଜଙ୍ଗ,୨୧।୫(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା କୁଜଙ୍ଗ ବ୍ଲକ ମଙ୍ଗରାଜପୁର ପଞ୍ଚାୟତ ଅଞ୍ଚଳରେ ମାଙ୍କଡ଼ ଆକ୍ରମଣରେ ୭ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରତରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ବେଳେ ଆହତଙ୍କୁ କୁଜଙ୍ଗ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ଜଣେ ଶିଶୁ ଥିବା ଜଣାପଡ଼ିଛି।
ଶନିବାର ସକାଳେ ମାଙ୍କଡ଼ ୩ ଜଣଙ୍କୁ ଆକ୍ରମଣ କରିଥିବା ବେଳେ ବନ କର୍ମଚାରୀ ମାଙ୍କଡ଼କୁ ଧରିବା ପାଇଁ ଉଦ୍ୟମ କରିଛନ୍ତି। ମାଙ୍କଡପଲକୁ କାବୁ କରିବା ପାଇଁ ଭୁବେଶ୍ୱରରୁ ଟ୍ରାଙ୍କୁଲାଇଜ ଟିମ ପହଞ୍ଚି ଥିବା ଜଣାପଡ଼ିଛି। ଗତ ୩ ମାସ ଧରି ୩୦ ଜଣଙ୍କୁ ମାଙ୍କଡ଼ ଆକ୍ରମଣ କରିସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri