ଯୁବ ବ୍ୟବସାୟୀ ହତ୍ୟା ଘଟଣା: ଅନ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଥାନା ଘେରାଉ

ତିହିଡ଼ି,୩।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଜାମଯୋଡ଼ି ପଞ୍ଚାୟତ ଅଧୀନ ଅମୃତପୁର ଗ୍ରାମର ରତ୍ନାକର ଖୁଣ୍ଟିଆ ନାମକ ଜଣେ ଯୁବ ବ୍ୟବସାୟୀଙ୍କୁ ହତ୍ୟା ଘଟଣାରେ ଅନ୍ୟ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ଶୁକ୍ରବାର ପୂର୍ବାହ୍ନରେ ଗ୍ରାମବାସୀ ତିହିଡ଼ି ଥାନା ଘେରାଉ କରିଛନ୍ତି। ଏହା ପରେ ମୃତ ଯୁବକଙ୍କ ବାପାଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମକଦ୍ଦମା ରୁଜୁକରି ସେହି ଗ୍ରାମର ଅଣବିନ୍ଦୁ ମହାନ୍ତି ନାମକ ଜଣେ ଯୁବକଙ୍କୁ ଗିରଫ କରିଥିଲା। ତେବେ ହତ୍ୟା ଘଟଣାରେ ଅନ୍ୟମାନେ ସଂପୃକ୍ତ ଥିବା ଗ୍ରାମବାସୀ ଅଭଯୋଗ କରି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଆସନ୍ତା ୧୫ଦିନ ଭିତରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆଇଆଇସି ରମେଶ ଚନ୍ଦ୍ର ସିଂ କହିବା ପରେ ପରିସ୍ଥିତି ଶାନ୍ତ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂଚନାଦାତା ସନ୍ଦେହରେ ଯୁବକଙ୍କୁ ମାଓବାଦୀଙ୍କ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁରରେ ମାଓବାଦୀମାନେ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି। ଗୁରୁତର ଅବସ୍ଥାରେ ଆହତ ବ୍ୟକ୍ତିଙ୍କୁ ସୁରକ୍ଷା କର୍ମୀମାନେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି।...

ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି, ୮ା୫(ଦୁଯେର୍ର୍‌ୟାଧନ ପାତ୍ର):  ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ...

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ

ମାଲକାନଗିରି,୮ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଖଇରପୁଟରେ ବୁଧବାର ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଭାଜପା କର୍ମୀମାନେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ମୁଦୁଲିପଡ଼ା...

୧୫ ମିନିଟ୍‌ ଅନ୍ଧାରରେ ରହିଲା ଶ୍ରୀମନ୍ଦିର

ପୁରୀ,୮ା୫: ଶ୍ରୀମନ୍ଦିର ବୁଧବାର ରାତିରେ ୧୫ ମିନିଟ୍‌ ପର୍ଯ୍ୟନ୍ତ ଅନ୍ଧକାରରେ ରହିଥିଲା। ପାଓ୍ବାର କଟ୍‌ ହେବାରୁ ୧୫ରୁ ୨୦ ମିନିଟ୍‌ ଧରି ଶ୍ରୀମନ୍ଦିର ଅନ୍ଧାର ହୋଇଯାଇଥିଲା।...

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର...

ରାଜନୀତି ସରଗରମ: ଆଉ ୫ ଦିନ ପରେ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା କ୍ଷେତ୍ରର କେସିଙ୍ଗା ବ୍ଳକରେ ରାଜନୈତିକ ଉଷ୍ମତା ବଢ଼ିଚାଲିଛି। ଆସନ୍ତା ୧୩ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ...

ପୋଖରୀରୁ ଅଚିହ୍ନା ମୃତଦେହ ଜବତ: ହୁଡ଼ାରେ ରହିଛି ବ୍ୟାଗ୍‌, ଆଶାବାଡ଼ି

ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଶ୍ରୀକୃଷ୍ଣଶରଣପୁର ପଞ୍ଚାୟତର ପଣ୍ଡିତ ଗାଁ ଚଟିବନ୍ଧରୁ ଜଣେ ଅଚିହ୍ନା ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି...

ଭଉଣୀ ବାହାଘରରେ ଲକ୍ଷାଧିକ ଟଙ୍କା ଋଣ କରିଥିଲେ ଭାଇ, ଶୁଝିବା ପାଇଁ ଦାଦନ ସାଜି ବିଦେଶରେ ଗଲା ଜୀବନ

ଗଞ୍ଜାମ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ତେନ୍ତୁଳିଆପଲ୍ଲୀ ପଞ୍ଚାୟତ ବାଗଲପୁର ଗ୍ରାମର କାର୍ତ୍ତିକ ପ୍ରଧାନ ଓ ତାଙ୍କ ପୁଅ ସାଗର ପ୍ରଧାନ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri