ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ମହଙ୍ଗା ପଡ଼ିଲା: ନିର୍ଧୂମ ଛେଚି ପୋଲିସର ଜିମା ଦେଲେ ଲୋକେ

ଜଳେଶ୍ୱର,୪।୯(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ନଂ ଜାତୀୟ ରାଜପଥ ନିକଟ ଜମାଳପୁର ବାଇପାସ ନିକଟରେ ଜଣେ ଯୁବ ବ୍ୟବସାୟୀଙ୍କଠାରୁ ଲୁଟ୍‌ ଉଦ୍ୟମ ଦୁର୍ବତ୍ତମାନଙ୍କୁ ମହଙ୍ଗା ପଡ଼ିଛି। ଯୁବ ବ୍ୟବସାୟୀଜଣଙ୍କ ହେଲେ ଅଭିମନ୍ୟୁ ସାହୁ। ତାଙ୍କ ଘର ଉକ୍ତ ଥାନା ଅନ୍ତର୍ଗତ ରାୟାରାମଚନ୍ଦ୍ରପୁର ଗ୍ରାମରେ ବୋଲି ଜଣାପଡ଼ିଛି।

ସୂଚନାନୁଯାୟୀ, ଅଭିମନ୍ୟୁ ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କ ପାଖରେ ଟଙ୍କା ଥିବା ସନ୍ଦେହ କରି ପଛପଟୁ ଆକ୍ରମଣ କରିଥିଲେ। ମାତ୍ର ସେ ଦୁଇଜଣଙ୍କୁ ଠେଲି ଦେବାରୁ ସେମାନେ ଗାଡ଼ିରୁ ପଡ଼ିଯାଇ ବିଲକୁ ଦୌଡ଼ି ପଳାଇଥିଲେ। ବିଲରେ କାମ କରୁଥିବା ଲୋକେ ଏହା ଦେଖି ଲୁଟେରାମାନଙ୍କୁ କାବୁ କରି ନିଧୂର୍ର୍ମ ଛେଚି ପୋଲିସର ଜିମା ଦେଇଥିଲେ। ଏହାପରେ ଗୁରୁତର ଅଭିମନ୍ୟୁଙ୍କୁ ଜଳେଶ୍ୱର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଛନ୍ତି। ଘଟଣାକୁ ନେଇ ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ଚାଞ୍ଚଲ୍ୟ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ…

ଆମେରିକା-ଇରାନ ଚୁକ୍ତି ଭାରତର ବଲ୍ଲେ-ବଲ୍ଲେ: ପାଇବ ସର୍ବାଧିକ ଲାଭ

ନୂଆଦିଲ୍ଲୀ,୧୫।୬: ମାସ ମାସର ସଂଘର୍ଷ ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହବାଜ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

ଭାରସାମ୍ୟ ହରାଇ ଟ୍ୟାଙ୍କର୍‌ ଦୁର୍ଘଟଣା: ଗାଡି ଭିତରେ ଚାପି ହୋଇଗଲେ

ଲାଞ୍ଜିଗଡ,୧୫।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥ ଢ଼େପଗୁଡାଠାରେ ଏକ ଆଲୁମିନା ପାଉଡର ବୋଝେଇ ବଲକର ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri