ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଝାରସୁଗୁଡ଼ା ଅଫିସ/ଲଖନପୁର,୭।୧୦(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଟାଉନ ଥାନା ଅଧୀନ ପୁଡାମାଲ ଗ୍ରାମ ନିକଟ ଏକ ବୁଦାମୂଳରୁ ସୋମବାର ସକାଳେ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ପୁଡାମାଲ ଗ୍ରାମର ଗୁଣସାଗର ଦାସ(୪୭ )। କେହି ଦୁର୍ବୃତ୍ତ ତାଙ୍କୁ ଗଳାକାଟି ହତ୍ୟା କରିଥିବା କୁହାଯାଉଛି। ପୋଲିସ ସହ ସାଇଣ୍ଟିଫିକ୍‌ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।
ସୂଚନାନୁଯାୟୀ, ରବିବାର ଗୁଣସାଗର କୌଣସି କାମରେ ଘରୁ ବାହାରକୁ ଯାଇଥିଲେ। ମାତ୍ର ରାତିରେ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ସନ୍ଧାନ ମିଳି ନ ଥିଲା। ପାରିପାର୍ଶ୍ୱିକ ସ୍ଥିତିରୁ ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ପୋଲିସ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

ଜଳୁଛି ଜଙ୍ଗଲ: ବନ୍ୟଜନ୍ତୁ ଗାଁ ମୁହାଁ

ମାଲକାନଗିରି,୧୦।୬: ମାଲକାନଗିରି ସଦର ମହକୁମାର ନିକଟ ଜଙ୍ଗଲରେ ନିଆଁ ଲାଗିଯାଇଛି। ନିଆଁ ମଙ୍ଗଳବାରଠାରୁ ଲାଗିଥିବା ବେଳେ ଏହାକୁ ଆୟତ୍ତ କରାଯାଇନାହିଁ। ଫଳରେ ବନ୍ୟଜନ୍ତୁ ଗାଁ ମୁହାଁ ହେଉଛନ୍ତି।…

କଂଗ୍ରେସରେ ମିଶିଯିବ TMC? ରାହୁଲଙ୍କୁ ଭେଟିଲେ… ରାଜନୀତିରେ ବଡ଼ ହଲଚଲ!

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ ଭିତରେ ଖିନ୍‌ଭିନ୍‌ ହେଉଥିବା ପରି ମନେ ହେଉଛି, ଦଳର ନେତାମାନେ ତୁରନ୍ତ ଇସ୍ତଫା ଦେଉଛନ୍ତି। ଏହା…

ଦିଦିଙ୍କୁ ଝଟ୍‌କା ପରେ ଝଟ୍‌କା: ପୁଣି ଏମ୍‌ପି ଦେଲେ ଇସ୍ତଫା

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି)କୁ ଆଉ ଏକ ଝଟକା ଲାଗିଛି। ଏମ୍‌ପି ସୁସ୍ମିତା ଦେବ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏହା ପରେ ସେ ଆସାମ ମୁଖ୍ୟମନ୍ତ୍ରୀ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ୧୨ ବର୍ଷ ପୂର୍ତ୍ତି: ଦୀପ ଲଗାଇ ସ୍ବତନ୍ତ୍ର ପୂଜା, ପ୍ରାର୍ଥନା କଲେ ବିଧାୟକଙ୍କ ସହିତ ଶହ ଶହ ନେତା, କର୍ମୀ

ଛତ୍ରପୁର,୧୦।୬ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଅଗ୍ରାହରମ ସାହି ସ୍ଥିତ ଶ୍ରୀ ଶ୍ରୀ ଗୌରୀଶଙ୍କର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଏଲନ ମସ୍କଙ୍କୁ ଜୋରଦାର ଝଟକା: ରୋକିଲା ଭାରତ

ଓ୍ବାଶିଂଟନ୍‌,୧୦।୬: ଏଲନ ମସ୍କଙ୍କୁ ଏକ ବଡ଼ ଝଟକା ଲାଗିଛି। ଭାରତ ସରକାର ଷ୍ଟାରଲିଙ୍କ ସେବା ଆରମ୍ଭ ପାଇଁ ଅନୁମୋଦନକୁ ବନ୍ଦ କରିଦେଇଛନ୍ତି। ଏହାର ଅର୍ଥ ହେଉଛି ଷ୍ଟାରଲିଙ୍କ…

ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଲା ‘ଧାମ’ ଶବ୍ଦ, ଏବେ ଏହି ନାମରେ…

କୋଲକାତା,୧୦ା୬: ଶେଷରେ ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଛି ‘ଧାମ’ ଶବ୍ଦ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁରୋଧକ୍ରମେ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ସେ…

ଝିଅର ନିର୍ବନ୍ଧ ପୂର୍ବରୁ ହଠାତ୍‌ ଫେରାର୍‌ ହୋଇଗଲେ ମାଆ, ହ଼୍ବାଟସଆପ୍‌ ଷ୍ଟାଟସ୍‌ ଦେଖି ସ୍ୱାମୀ କାବା!

ମୁମ୍ୱାଇ,୧୦।୬: ଝିଅର ନିର୍ବନ୍ଧକୁ ଥିଲା ଆଉ ମାତ୍ର ୫ ଦିନ। ପ୍ରସ୍ତୁତିରେ ଲାଗିପଡ଼ିଥିଲା ପୂରା ପରିବାର। ନିର୍ବନ୍ଧ ପାଇଁ ସମ୍ପର୍କୀୟମାନେ ବି ଘରକୁ ଆସୁଥାନ୍ତି। ସେପଟେ ଚାଲିଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri