ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଆସିକା,୧୯ା୧(ଡି.ଏନ୍‌.ଏ)- ଆସିକା ଥାନା କାଳଷଣ୍ଢପୁର ଗ୍ରାମରେ ରବିବାର ସକାଳେ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ରାଜେଶ୍ୱର ମହାନ୍ତି (୩୫)। ଏ ନେଇ ପୋଲିସ ନଂ. ୨/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ରାଜେଶ୍ୱର ପରିବାର ସଦସ୍ୟଙ୍କ ଅନୁପସ୍ଥିତିରେ ଫ୍ୟାନ୍‌ରେ ଏକ ଗାମୁଛା ବାନ୍ଧି ଝୁଲିପଡିଥିଲେ। ବାପଘରକୁ ଫେରି ତାଙ୍କ ସ୍ତ୍ରୀ ବିଷ୍ଣୁପ୍ରିୟା ଆସିକା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ପହଞ୍ଚତ୍ ମୃତଦେହକୁ ଜବତ କରି ଆସିକା ଡାକ୍ତରଖାନାରେ ବ୍ୟବଚ୍ଛେଦ କରାଇବା ପରେ ପରିବାରକୁ ହସ୍ତାନ୍ତର କରିଛି। ଆତ୍ମହତ୍ୟାର କାରଣ ଜଣାପଡ଼ି ନ ଥିବା ବେଳେ ପୋଲିସ ତଦନ୍ତ ଚଳାଇଥିବା ଥାନାଧିକାରୀ ପ୍ରଶାନ୍ତ କୁମାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?