ଯୁବକଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

ହାଟଡିହୀ,୨୯ା୫(ସ୍ବ.ପ୍ର): ହାଟଡିହୀ ବ୍ଲକ ଅନ୍ତର୍ଗତ ସୁନ୍ଦରାପାଳ ନିକଟରେ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ ା ମୃତ ଯୁବକ ଜଣଙ୍କ ହାଟଡିହୀ ବ୍ଲକର ସୋସୋ ଥାନା ଅନ୍ତର୍ଗତ ବରାଙ୍ଗ ଗା୍ରମର ପ୍ରକାଶ ଜେନା (୨୭) ବୋଲି ଜଣାପଡ଼ିଛି ା ସେ ମଙ୍ଗଳବାର ସକାଳୁ ନିଖୋଜ ଥିବା ପରିବାର ପକ୍ଷରୁ କୁହାଯାଉଛି। ପାରିପାର୍ଶିକ ସ୍ଥିତିରୁ ତାହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରୁଛି। ମୃତକଙ୍କ ଶରୀରରେ କ୍ଷତ ଥିବାବେଳେ ସେଠାରେ ରକ୍ତଛିଟା ପଡ଼ିଥିବାର ଦେଖାଯାଇଛି ା ତୁରନ୍ତ ତଦନ୍ତ କରାଯାଇ ପ୍ରକୃତ ସତ୍ୟାସତ୍ୟ ଉନ୍ମୋଚନ କରାଯିବା ସହ ଦୋଷୀଙ୍କୁ କଠୋର ଦଣ୍ଡ ଦେବାକୁ ସାଧାରଣରେ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri