ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବାରଙ୍ଗ/ନରାଜ,୧୧।୯(ଡି.ଏନ୍‌.ଏ.): କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ପଞ୍ଚୁପାଳ ଗ୍ରାମମୁଣ୍ଡ ତାରିଣୀ ମନ୍ଦିର ନିକଟରୁ ବୁଧବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ମୁଣ୍ଡରେ କ୍ଷତ ଲାଗିଥିବା ବେଳେ ପରିଚୟ ମିଳିପାରି ନାହିଁ। ତେବେ ତାଙ୍କୁ ମାରି କେହି ସେଠାରେ ପକାଇଦେଇଥିବା ସନ୍ଦେହ କରାଯାଉଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ICC ପ୍ଲେୟାର ଅଫ ଦ ମନ୍ଥ ପାଇଁ ମନୋନୀତ ହେଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ICC) ପକ୍ଷରୁ ଜୁନ ମାସ ପାଇଁ ‘ପ୍ଲେୟାର ଅଫ ଦ ମନ୍ଥ’ (Player of the Month) ମନୋନୟନ ତାଲିକା…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର  ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା…

ମାଲକାନଗିରିରୁ ଉଡ଼ିବ ଡବଲ ଇଞ୍ଜିନ ବିମାନ

ମାଲକାନଗିରି, ୧୩।୭(ଗୌରିଶଙ୍କର ପଣ୍ଡା): ମାଲକାନଗିରି ବିମାନବନ୍ଦରକୁ ଏବେ କେବଳ ଛୋଟ ବିମାନ ଚଳାଚଳ କରାଯିବ ନାହିଁ। ଆଗକୁ ପ୍ରାୟ ୧୨୦ ଆସନ ବିଶିଷ୍ଟ ଡବଲ ଇଞ୍ଜିନ ଯାତ୍ରୀବାହୀ…

ବସ୍–କାର୍ ମୁହାଁମୁହିଁ ଧକ୍କା: କାର୍ ଚାଳକ ମୃତ, ୩ ଗୁରୁତର

ଢେଙ୍କାନାଳ, ୧୩।୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଦେଓଗାଁ–କପିଳାସ–ହରିପୁର ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଓ କାର୍…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

ଅଭିଯୋଗ ଶୁଣିଲେ ଜିଲାପାଳ ଆରକ୍ଷୀ ଅଧୀକ୍ଷକ: ସମସ୍ୟାର ମିଳିଲା ସମାଧାନ

ପୁରୁଷୋତ୍ତମପୁର, ୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri