ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ଭବାନୀପାଟଣା,୨୪।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅର୍ନ୍ତଗତ ସିଂଝରଣ ଗ୍ରାମରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ସିଂଝରଣ ଗ୍ରାମର କେଶବ ବିଶୋଇ (୨୧)।
ସୂଚନାନୁଯାୟୀ, କେଶବ ରବିବାର ଜମିକୁ କାମ କରିବାକୁ ଯାଇ ଘରକୁ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ ହେଁ ତାଙ୍କର କୌଣସି ପତ୍ତା ମିଳି ନ ଥିଲା। ମଙ୍ଗଳବାର ପୋଲିସ ତାଙ୍କ ମୃତଦେହ ଉଦ୍ଧାର କରିଛି। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ସନ୍ଦେହ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍

ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍‌ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ,…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ, ଜିଲାପାଳଙ୍କ ଅଫିସ ସମ୍ମୁଖରେ ମୃତଦେହ ରଖି ବିକ୍ଷୋଭ

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାସୋଡା ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ବିଦ୍ୟୁତ୍ ସଂସ୍ପର୍ଶରେ ଆସି…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

ଦୁର୍ଗାପୂଜାରେ ବାଜିବ ନାହିଁ ଡିଜେ, ଅଷ୍ଟମୀ ହେବ ‘ଡ୍ରାଏ ଡେ’…, ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେବ ଭାଜପା ସରକାର

କୋଲକାତା,୮।୯: ଅକ୍ଟୋବର ୧୧ରେ ସାରା ଦେଶରେ ନବରାତ୍ରି ପର୍ବ ଆରମ୍ଭ ହେବ। ଏହି ଅବସରରେ ପଶ୍ଚିମବଙ୍ଗର ଦୁର୍ଗାପୂଜା ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି। ୭୫ ବର୍ଷ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri