ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ଖଇରା,୨୩।୧୨(ଡି.ଏନ.ଏ): ବାଲେଶ୍ବର ଜିଲା ଖଇରା ଥାନା ଗୋଳିହା ପଞ୍ଚାୟତ ଅଧୀନ ଗୋଳିହା ମାଧବ ଗ୍ରାମର ଭରତ ଦାସ(୨୮)ଙ୍କ ରବିବାର ରାତିରେ ସନ୍ଦେହଜନକ ମୃତ୍ୟୁ ହୋଇଛି। ଭରତ ଅତ୍ୟଧିକ ମଦ୍ୟପାନ କରି ମୃତ୍ୟୁବରଣ କରିଥିବା ନେଇ ସ୍ତ୍ରୀ ତୁଳସୀ ଓ ବାପା କରୁଣାକର ପୋଲିସ ଆଗରେ ବୟାନ ଦେଇଛନ୍ତି। ନିଜେ ସ୍ତ୍ରୀ ତାଙ୍କ ସମ୍ପର୍କୀୟ ସହ ମିଶି ଭରତଙ୍କୁ ହତ୍ୟା କରିଥିବା ନେଇ ସ୍ଥାନୀୟ ଗ୍ରାମବାସୀ ପୋଲିସ ଆଗରେ କହିଛନ୍ତି। ଖଇରା ପୋଲିସ ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା(୩୬/୧୯) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ସୋର ପଠାଇଛି। ଭରତ ସବୁଦିନ ମଦ ପିଇ ଗଣ୍ଡଗୋଳ କରନ୍ତି ବୋଲି ପଡୋଶୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଲା ୬ ପରିବାରର ଘର

ଟିକିରି,୧।୬ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମୁନୁଷ ଗାଁ ପଞ୍ଚାୟତରେ ଶନିବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ…

ଓପିଏସ୍‌ସିରେ ଜିଲା ପାଇଁ ଗୌରବ ଆଣିଥିବା ସପ୍ତେଶ୍ୱରଙ୍କୁ ସମ୍ବର୍ଦ୍ଧନା

ଟିକିରି, ୧।୬(ପ୍ରଫୁଲ୍ଲ କୁମାର ବେହେରା) ରାୟଗଡା ଜିଲା କାଶୀପୁର ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ସପ୍ତେଶ୍ୱର ନାଏକଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ଟିକିରିସ୍ଥିତ…

ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ, ମେଡିକାଲରୁ ଡିସ୍‌ଚାର୍ଜ ପରେ…

ଭବାନୀପାଟଣା,୧।୬(ଉତ୍ତମ କୁମାର ଦାଶ): ଚିକିତ୍ସା ଅବହେଳାରୁ ମହିଳା ରୋଗୀଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭିଯୋଗ କଳାହାଣ୍ଡି ଜିଲା ମୁଖ୍ୟ ମେଡିକାଲରୁ ଆସିଛି। ଶନିବାର ଜିଲାର ନର୍ଲା ଥାନା…

ମେଡିକାଲରେ ଭର୍ତ୍ତି ହୋଇଥିବା ମା’ଙ୍କୁ ଦେଖିବାକୁ ଯିବାବେଳେ କାର୍‌ରେ ଲାଗିଲା ନିଆଁ, ଚାଲିଗଲା ପୁଅଙ୍କ ଜୀବନ

ସୁନ୍ଦରଗଡ଼,୧ା୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ ଥାନା ସମ୍ମୁଖରେ ରବିବାର ବିଳମ୍ବିତ ରାତିରେ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ କାର୍‌ରେ…

ପକ୍ଷାଘାତ ରୋଗୀଙ୍କ ହାତକୁ ଚେୟାରରେ ଦୁଇ ଘଣ୍ଟା ବାନ୍ଧି ରଖିଲା ସାପ, ତାପରେ ଯାହା ଘଟିଲା….

ହରଭଙ୍ଗା,୧।୬(ନରେନ୍ଦ୍ର ସାହୁ): ପୁରାଣରେ ସର୍ପ ବନ୍ଧନ କଥା ଶୁଣାଯାଏ କିନ୍ତୁ ବାସ୍ତବରେ କେହି ଦେଖି ନ ଥିବେ। ହେଲେ ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଆଡେଣିଗଡ଼ ଗାଁରେ…

ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି: ପୁରୁଣା ହଟିଲା, ନୂଆ ପ୍ରତି ନାହିଁ ନିଘା

ବରଗଡ଼,୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ସହରର ବିଭିନ୍ନ ସ୍ଥାନରେ ଉଚ୍ଛେଦ ଚାଲିଛି। ରବିବାର ବରଗଡ଼ ସରକାରୀ ବସଷ୍ଟାଣ୍ଡରେ ଏହି ପ୍ରକ୍ରିୟା…

କଳା ତାଲିକାଭୁକ୍ତ ଠିକାଦାରଙ୍କୁ କାମ ନ ଦିଆଯିବା ପାଇଁ ଦାବି

ବରଗଡ଼,୧ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକ ସମ୍ମୁଖରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ଲାଗି ରହିଛି। ତୋରଣ ନିର୍ମାଣରେ ବ୍ୟାପକ ଅନିୟମିତତା ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri