ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଯୋଡ଼ା ଥାନାରେ ଅଭିଯୋଗ

ଯୋଡ଼ା, ୨୩।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ତଥା ସହରର ୭ନଂ ଓ୍ବାର୍ଡସ୍ଥିତ କମାରଯୋଡାରେ ରହୁଥିବା ରଂଜିତ ପାତ୍ର ନାମକ ଯୁବକଙ୍କୁ କିଛି ଯୁବକ ମରଣାନ୍ତକ ଆକ୍ରମଣ କରିଥିବା ନେଇ ଯୋଡା ଥାନାରେ ଅଭିଯୋଗ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ଯୋଡ଼ା ଟାଟାଷ୍ଟିଲ ଡାକ୍ତରଖାନା ଆଇସିୟୁରେ ଭର୍ତ୍ତି କରାଯାଇଥିବା ରଞ୍ଜିତଙ୍କ ବାପା ମହେଶ ପାତ୍ର ଶୁକ୍ରବାର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ଅଭିଯୋଗରେ ଉଲ୍ଲେଖ ରହିଛି ଯେ, ଗତ ୬ ମାସ ହେବ ରଞ୍ଜିତ କମାରଯୋଡାସ୍ଥିତ ଅମିତ ଲୋହାରଙ୍କ ଘରେ ଭଡ଼ାରେ ରହୁଥିଲେ। ଗତ ୨୧ ତାରିଖ ଅପରାହ୍ନରେ ସେ ଭଡ଼ାଘରକୁ ଆସୁଥିବା ବେଳେ ଅମିତ, ଚିଲି, ନାଲୁ, ଅଜୟ ଓ ଅନ୍ୟମାନେ ମିଶି ତାଙ୍କୁ ଖରାପ ଭାଷାରେ ଗାଳିଗୁଲଜ କରିବା ସହିତ ଜୀବନରେ ମାରିଦେବାକୁ ଧମକ ଦେଇ ଆକ୍ରମଣ କରି ରକ୍ତାକ୍ତ କରିଦେଇଥିଲେ। ପରେ ଗୁରୁତର ଅବସ୍ଥାରେ ତାଙ୍କୁ ପୋଲିସ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା । ଅଭିଯୋଗ ପାଇବା ପରେ ପୋଲିସ ମାମଲା(ନଂ-୨୦୨/ନ୍‌୧୯, ଦଫା ୩୪୧,୨୯୪, .୩୨୩, ୩୨୫, ୫୦୬, ଆଇପିସି ୩୪) ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ବେଆଇନ ଭାବେ କରୁଥିଲେ ଗୋରୁ ଚାଲାଣ, ଅଭିଯୁକ୍ତ ଜିତୁଙ୍କୁ ବାନ୍ଧିଲା…

ଆନନ୍ଦପୁର/ହାଟଡିହୀ,୨୧l୫(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଗୁହାଳିଆ ଗ୍ରାମର ଅମିନ ଜେନାଙ୍କ ପୁଅ ସୁବ୍ରତ କୁମାର ଜେନା (୩୮) ଓରଫ ଜିତୁଙ୍କୁ ଗୁରୁବାର…

ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri