ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ୩ ଗିରଫ, ୨ ଖଣ୍ଡା ଜବତ

ବ୍ରହ୍ମପୁର ଅଫିସ,୧୭।୫: ଗଞ୍ଜାମ ଜିଲା ବଡବଜାର ପୋଲିସ ଗୁରୁବାର ରାତିରେ ଟୁଟୁ ହାତୀ ହତ୍ୟାଉଦ୍ୟମ ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୨ଟି ଖଣ୍ଡା ଜବତ ହୋଇଛି। ତେବେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଟୁଟୁଙ୍କୁ ଏଭଳି ମରଣାନ୍ତକ ଆକ୍ରମଣ କରାଯାଇଥିବା ପୋଲିସ ସ୍ପଷ୍ଟ କରିଛି। ଉକ୍ତ ଘଟଣାରେ ଗିରଫ ୩ ଅଭିଯୁକ୍ତଙ୍କ ବ୍ୟତୀତ ଅନ୍ୟ କେଉଁମାନଙ୍କର ହାତ ଅଛି ସେ ନେଇ ପୋଲିସ ଖୋଳତାଡ଼ କରୁଛି ।
ପ୍ରକାଶ ଯେ, ଟୁଟୁ ଗୁରୁବାର ରାତିରେ କୌଣସି କାମରେ ଯାଉଥିବା ବେଳେ ତାଙ୍କୁ ବଡବଜାର ଥାନା ଅନ୍ତର୍ଗତ ଗୌଡସାହି ନିକଟରେ ସଂଘବଦ୍ଧ ଭାବେ ଆକ୍ରମଣ ହୋଇଥିଲା। ଏହି ଘଟଣା ପରେ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ବିଳମ୍ବିତ ରାତ୍ରରେ ଅଭିଯୁକ୍ତମାନଙ୍କୁ ଧରିବାରେ ସଫଳ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରତନପୁରର ରାବଣ

ଛତିଶଗଡ଼ ବିଳାସପୁର ନିକଟରେ ଥିବା ରତନଗଡ଼ ବା ରତନପୁର ଦୁର୍ଗ ଏକଦା ମଧ୍ୟପ୍ରଦେଶର ଏକ ଅଂଶ ଥିଲା। ଏହି ଦୁର୍ଗରେ ରାବଣର ଏକ ବିରଳ ତଥା ଚମତ୍କାର…

ବିଦ୍ୟୁତ୍‌ ଯୋଗାଣ ବ୍ୟାହତ ଯୋଗୁ ଚାଷ ବାଧାପ୍ରାପ୍ତ: ଚିନ୍ତାରେ ଚାଷୀ

ଲାଠୋର,୨୧ା୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଞ୍ଚାୟତର ୫ ଖଣ୍ଡ ଗ୍ରାମର ୨୭ ଜଣ ଚାଷୀଙ୍କ ଏଲଆଇ ପଏଣ୍ଟରୁ ବିଦ୍ୟୁତ ଯୋଗାଣ ବିଚ୍ଛିନ୍ନ ଯୋଗୁ ଚାଷ…

ଯୁକ୍ତ ୨ ପରୀକ୍ଷା ଫଳରେ ବିକାଶର ସଫଳତା: ସମର୍ପିତା-ସତ୍ୟସୁନ୍ଦର କଲେଜ ଟପ୍ପର

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ୱାରା ଆୟୋଜିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳାଫଳକୁ ନେଇ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ ଶାଖାରେ…

ସୀମାନ୍ତକୁ ନଜର ନାହିଁ, ପଶୁଛି ଛତିଶଗଡ଼ ଧାନ: ସବୁଆଡ଼େ ଗଳାବାଟ

ବରଗଡ,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୦ଦିନ ବିତିଛି। କିନ୍ତୁ ଆରମ୍ଭରୁ ଧାନ ବିକ୍ରିବଟା ଶୀଥିଳ ହୋଇ ପଡ଼ିଛି।…

୩ ଦିନ ହେବ ରାସ୍ତାରେ ପୂର୍ବମୁହାଁ ବସିଛନ୍ତି ବାପା: କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଭୁବନେଶ୍ବର/ଜଗନ୍ନାଥପ୍ରସାଦ, ୨୧ା୫(ପ୍ରସନଜିତ୍‌ ସାହୁ)/ବିଭୁପ୍ରସାଦ ପଟ୍ଟନାୟକ):୭ ମାସ ତଳେ ନିଖୋଜ ହୋଇଥିବା ପୁଅକୁ ପାଇବାକୁ ଜଣେ ବାପା ଗଞ୍ଜାମରୁ ଭୁବନେଶ୍ୱର ଆସିଛନ୍ତି। ଜଣେ ବାବାଙ୍କ ପରାମର୍ଶକ୍ରମେ ବ୍ୟକ୍ତିଜଣକ ଖଣ୍ଡଗିରିସ୍ଥିତ…

ଭଞ୍ଜନଗର ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ଶେଷ: ସ୍ଥାୟୀ ମଣ୍ଡପ ଅଭିମୁଖେ ବାହାରିଲେ ଦୁଇ ଭଉଣୀ, ପୁଣି ୩ ବର୍ଷ ପରେ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଦୀର୍ଘ ୨୫ ଦିନ ଧରି ଚାଲିଥିବା ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ବୁଧବାର ଉଦଯାପିତ ହୋଇଯାଇଛି। ପୁଣି ୩ ବର୍ଷ ପରେ ଦେବୀଙ୍କ…

ଖେମୁଣ୍ଡି କଲେଜ ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ଚନ୍ଦ୍ରକାନ୍ତ-ରୁଦ୍ର ଯୁଗ୍ମ ଟପ୍ପର, କଳାରେ ବାଜି ମାରିଲେ…

ଦିଗପହଣ୍ଡି,୨୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ଚନ୍ଦ୍ରକାନ୍ତ ବିଷୋୟୀ ଏବଂ ରୁଦ୍ର ପ୍ରସାଦ…

ଜାତିସଂଘର ଚେତାବନୀ, ଆହୁରି ମହଙ୍ଗା ହେବ ପେଟ୍ରୋଲ-ଡିଜେଲ! ଦେଖାଦେଇପାରେ ଖାଦ୍ୟ ସଙ୍କଟ

ନୂଆଦିଲ୍ଲୀ,୨୦।୫:  ଜାତିସଂଘର ଖାଦ୍ୟ ଏବଂ କୃଷି ସଂଗଠନ (FAO) ବୁଧବାରଏକ ଗମ୍ଭୀର ବିଶ୍ୱ ଖାଦ୍ୟ ସଙ୍କଟ ସମ୍ପର୍କରେ ଏକ ଚେତାବନୀ ଜାରି କରିଛି । FAO ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri