ଯୁବତୀ ଅପହରଣ ଘଟଣା: ଏସ୍‌ପି ଅଫିସ ସମ୍ମୁଖରେ ପରିବାର ଲୋକଙ୍କ ଧାରଣା

ଭଦ୍ରକ ଅଫିସ,୧୨।୨: ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଉକ୍ତ ଅଞ୍ଚଳର ଜଣେ ଯୁବକ ଅପହରଣ କରିନେଇଥିବା ଥାନାରେ ଅଭିଯୋଗ ହୋଇଥିଲା। ଇତିମଧ୍ୟରେ ଚାରିମାସ ବିତିଯାଇଥିଲେ ମଧ୍ୟ ଯୁବତୀଙ୍କୁ ଉଦ୍ଧାର କରାଯାଇ ନ ଥିବା ଯୋଗୁ ବୁଧବାର ତାଙ୍କ ପରିବାର ସଦସ୍ୟ ଏସ୍‌ପିଙ୍କ ଅଫିସ ସମ୍ମୁଖରେ ଧାରଣାରେ ବସିଛନ୍ତି। ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରା ନ ଗଲେ ସେମାନେ ଆତ୍ମାହୁତି ଦେବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Bankipur Bypoll Result 2026: ବାଙ୍କିପୁର ଉପନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ, ଫଳାଫଳ ପୂର୍ବରୁ ‘ଲଡୁ’ ତିଆରି କଲେଣି ଭାଜପା କର୍ମୀ

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନ ପାଇଁ ଗୁରୁବାର (୩୦ ଜୁଲାଇ, ୨୦୨୬) ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆଜି (ସୋମବାର) ଘୋଷଣା କରାଯିବ। ଏହି ଆସନ ପାଇଁ…

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri