ଧର୍ମଶାଳା,୨୧|୬(ଡି.ଏନ୍.ଏ.)- ଧର୍ମଶାଳା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଅସଦାଚାରଣ ଅଭିଯୋଗରେ ଗୁରୁବାର ପୋଲିସ ଜଣେ ଯୁବକଙ୍କୁ ଗିରଫକରି ଚଣ୍ଡିଖୋଲ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ଜାଲଶୁଖା ଗ୍ରାମର କାର୍ତ୍ତିକ ଦେହୁରୀ (୨୧)। ପ୍ରକାଶ ଯେ, ବୁଧବାର ରାତିରେ କାର୍ତ୍ତିକ ଉକ୍ତ ଯୁବତୀଙ୍କ ଘରେ ପଶି ଅସଦାଚାରଣ କରିବା ପାଇଁ ଉଦ୍ୟମ କରିଥିଲେ। ଏହି ସମୟରେ ଯୁବତୀ ଜଣଙ୍କ ପାଟି କରିବାରୁ କାର୍ତ୍ତିକ ଫେରାର୍ ହୋଇଯାଇଥିଲେ। ଏ ନେଇ ଯୁବତୀ ଧର୍ମଶାଳା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୨୭୦/୧୯) ରୁଜୁକରି କାର୍ତ୍ତିକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ସରୋଜ କୁମାର ସାହୁ ସୂଚନା ଦେଇଛନ୍ତି।
ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ
ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…
କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ
କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…
ରଙ୍ଗ ରୁଟ୍ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର
କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…
ଶ୍ରୀମନ୍ଦିର ଖଣ୍ଡୋଲାଇଟ୍ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..
ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…
କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା
ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…
ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ
ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…
ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…
କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…
ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…
ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…
Archives

